ପ୍ରଦୀପ ମହାରଥୀଙ୍କ ନିଧନରେ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ କୁମାର ମହାରଥୀଙ୍କ ବିୟୋଗରେ ରାଜ୍ୟ ଜଳସଂପଦ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି I
ଶୋକ ବାର୍ତ୍ତାରେ ମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ, "ସ୍ବର୍ଗତ ମହାରଥୀଙ୍କ ବିୟୋଗ ଆମ ରାଜ୍ୟ ତଥା…