Latest Odisha News

BREAKING NEWS

ଭଦ୍ରକରେ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଭଦ୍ରକ: ଭଦ୍ରକ ଜିଲ୍ଲାର ସଦର ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ନୂଆବର୍ଷର ପୂର୍ବ ସନ୍ଧ୍ୟାରେ ତଥା ଜିରୋନାଇଟ୍ ଭୋଜିରେ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଯୁବକଙ୍କ ନାମ ସତ୍ୟବ୍ରତ ଶିଅଳ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ କିଛି ବ୍ୟକ୍ତି…

ନୂଆବର୍ଷରେ ଭାରତରେ ଜନ୍ମ ନେଲେ ସର୍ବାଧିକ ଶିଶୁ; ଜାଣନ୍ତୁ କେତେ !

ନ୍ୟୁୟର୍କ: ୟୁନିସେଫର ସର୍ଭେ ଅନୁଯାୟୀ ଭାରତରେ ନୂଆବର୍ଷ ଦିନ ତଥା ଜାନୁଆରୀ ୧ ତାରିଖରେ ସର୍ବାଧିକ ୬୭,୩୮୫ ନବଜାତକ ଜନ୍ମ ଗ୍ରହଣ କରିଛନ୍ତି । ଏହା ସମଗ୍ର ବିଶ୍ୱରେ ଏକ ବିରଳ ରେକର୍ଡ ସୃଷ୍ଟି କରିଛି । ଯେତେବେଳେକି ଚୀନରେ ନୂଆବର୍ଷ ଦିନ ୪୬,୨୯୯ ଜଣ ଶିଶୁ ଜନ୍ମ ନେଇଛନ୍ତି । ଏହାବ୍ୟତିତ…

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ୨ ଯବାନ ସହିଦ

କାଶ୍ମୀର: ନୂଆବର୍ଷ ପାଇଁ ସାରାଦେଶ ଖୁସି ମନାଉଥିବା ବେଳେ ଜମ୍ମୁ କାଶ୍ମୀରର ରାଜୌରି ଜିଲ୍ଲା ନୌସେର ସେକ୍ଟରରେ ବୁଧବାର ସକାଳୁ ଆତଙ୍କବାଦୀ ଓ ଯବାନଙ୍କ ସହ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ଭାରତୀୟ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କିଛି ଦିନ ହେବ…

ବଦଳିବ ରାଜଧାନୀର ଅଟୋ ସେବା; ଅନଲାଇନରେ ହେବ ବୁକିଂ

ଭୁବନେଶ୍ୱର: ସ୍ମାର୍ଟ ସିଟିରେ ବଦଳିବାକୁ ଯାଉଛି ଅଟୋସେବା । ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛି କମିଶନରେଟ ପୋଲିସ । ପ୍ରାପ୍ତ ସୂଚନା ଅନୁଯାୟୀ, ରାଜଧାନୀର ଅଟୋ ଚାଳକ ମାନଙ୍କ ପାଇଁ ସ୍ବତନ୍ତ୍ର ପରିଚୟପତ୍ର ସହ ଡ୍ରେସକୋଡ୍‌ ବାଧ୍ୟତାମୂଳକ…

୨୦୨୦ ବାର୍ଷିକ ରାଶିଫଳ; ପ୍ରଖ୍ୟାତ ଜ୍ୟୋତିର୍ବିଦ ଡଃ ନିରଞ୍ଜନ ମହାପାତ୍ରଙ୍କ ଦ୍ୱାରା ପ୍ରସ୍ତୁତ

ବାର୍ଷିକ ରାଶି ଫଳ ୨୦୨୦ ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ମେଷ : ଏବର୍ଷ ଆପଣ ପାଇଁ ସୁଖମୟ ହେବ । ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ । ପୂର୍ବରୁ ଲାଗିଥିବା ମାଲି-ମକଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ…

ଖାଉଟିଙ୍କ ଲାଗି ମହଙ୍ଗା ମାଡ; ନୂଆବର୍ଷରୁ ବଢିଲା ଏଲପିଜି ଗ୍ୟାସ୍ ସିଲିଣ୍ଡର ଦର !

ନୂଆଦିଲ୍ଲୀ: ଚଳିତ ବର୍ଷ ଆରମ୍ଭରୁ ଏଲପିଜି ଗ୍ୟାସ୍ ସିଲିଣ୍ଡର ବୃଦ୍ଧି ପାଇଥିବା ନେଇ ଜଣାପଡିଛି । ରୋଷେଇ ଘରେ ବ୍ୟବହୃତ ହେଉଥିବା ଏଲପିଜି ଗ୍ୟାସ୍ ସିଲିଣ୍ଡର ଉପରେ କମ୍ପାନୀ ମାଲିକମାନେ ୧୯ ଟଙ୍କା ବୃଦ୍ଧି କରିଥିବା ନେଇ ସୁତ୍ରରୁ ପ୍ରକାଶ । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ,…

ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ପ୍ରଥମ ଦିନ; ନଗର ପରିକ୍ରମା କଲେ ରାଜା ଉଗ୍ରସେନ

ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ପ୍ରଥମ ଦିନ । ଏହି ଅବସରରେ ରାଜା ଉଗ୍ରସେନ ହାତୀ ଉପରେ ବସି ନଗର ପରିକ୍ରମା କରିଛନ୍ତି । ଏଥିସହିତ ପ୍ରଥମ ଦିନରେ ଦେବକୀ ଓ ବସୁଦେବଙ୍କ ବିବାହ ସମ୍ପନ୍ନ ହୋଇଥିବଲା । ଯାହାକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୧-୦୧-୨୦୨୦ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜାନୁୟାରୀ ତା ୦୧ ରିଖ ବୁଧବାର ଧନୁ ୧୭ଦିନ ପୌଷ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତବାର-:…

କୋରାପୁଟର ପ୍ରସିଦ୍ଧ ଗୁପ୍ତେଶ୍ଵର ପୀଠ: ସ୍ୱୟଂ ଶ୍ରୀରାମ ସ୍ଥାପନ କରିଥିଲେ ପବିତ୍ର ଶିବଲିଙ୍ଗ

କୋରାପୁଟ: ଗୁପ୍ତେଶ୍ୱର କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ନିକଟରେ ଅବସ୍ଥିତ ଏକ ଶୈବପୀଠ । ସ୍ଥାନଟି କୋରାପୁଟ ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର । ଏହିସ୍ଥାନର ପୌରାଣିକ କଥାବସ୍ତୁ: ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ ।…

ନୂଆବର୍ଷରେ ପିକନିକ୍ କରିବାକୁ ଚାହୁଁଛନ୍ତି କି; ଯାଆନ୍ତୁ ଓଡିଶାର ଏହିସବୁ ସ୍ଥାନ…

ଭୁବନେଶ୍ୱର : ନୂତନ ବର୍ଷ ଭାବେ ୨୦୨୦ ମସିହାର ଆଗମନ ହୋଇଛି । ଯାହାଫଳରେ ସମସ୍ତ ଆବାଳ ବୃଦ୍ଧ ବନିତା ୨୦୧୯ ମସିହାକୁ ବିଦାୟ ଦେବା ସହିତ ନୂତନ ବର୍ଷର ଭରପୂର ମଜା ନେଉଛନ୍ତି । ପ୍ରାୟ ସମସ୍ତ ଲୋକମାନେ ନୂଆବର୍ଷ ଆସିଲେ ସାଙ୍ଗସାଥୀ ତଥା ପରିବାର ବର୍ଗଙ୍କ ସହ ମଉଜ ମଜଲିସ କରିବା ପାଇଁ ଭ୍ରମଣରେ…