ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୭୯ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି ଦୁଇ…