ସୁଶାନ୍ତ ସିଂ ରାଜପୁତ କେସରେ ସିବିଆଇ ୩୦୨ ଧାରା ଯୋଡିବ !
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ କେସରେ ସିବିଆଇ ଆଇପିସି ଧାରା ୩୦୨ ଯୋଡିବା ପାଇଁ ବିଚାର କରୁଛି । ଏମ୍ସ ଟିମ୍ ସେମାନଙ୍କ ଯାଂଚ ରିପୋର୍ଟ ଦାଖଲ କରିବା ପରେ ଏହି କେସ୍ ଏବେ ଭିନ୍ନ ମୋଡ ନେଇଛି ବୋଲି ସିବିଆଇ ସୂତ୍ରରୁ ଖବର ମିଳିଛି । ସିଦ୍ଧାର୍ଥ ପିଠାନୀ ଓ ନୀରଜ ସରକାରୀ ସାକ୍ଷ୍ୟ ହେବାର…