ଭୁବନେଶ୍ୱରରୁ ୫୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।
ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୧୬ଟି ସ୍ଥାନୀୟ ମାମଲା ରହିଛି ।…