ସୂର୍ଯ୍ୟପରାଗ ପାଇଁ ୨୬ ତାରିଖରେ ବନ୍ଦ ରହିବ ସମସ୍ତ ବ୍ୟାଙ୍କ
ଭୁବନେଶ୍ୱର: ଆସନ୍ତାକାଲି ସୂର୍ଯ୍ୟପରାଗ ନିମନ୍ତେ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଛୁଟି ପରେ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର ।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମଙ୍ଗଲବାର ଦିନ ଜାରି କରିଥିବା ବିଜ୍ଞପ୍ତି ଅନୁସାରେ, ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ…