ଆସାମରେ ବନ୍ୟା ସ୍ଥିତି; ୬ ଲକ୍ଷ ଲୋକ ପ୍ରଭାବିତ
ଗୌହାଟୀ: ଆସାମରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ପ୍ରାୟ ୨୦ ଜିଲ୍ଲାର ୬ ଲକ୍ଷ ବ୍ୟକ୍ତି ପ୍ରଭାବିତ ହୋଇଥିବା ସୂଚନା ମିଳିଛି।
ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଦୈନିକ ବନ୍ୟା ରିପୋର୍ଟ ଅନୁଯାୟୀ କୋକରାଝର ଓ ଧୁବରି ଅଞ୍ଚଳରେ ୨ ଜଣଙ୍କର ମୃତ୍ୟୁକୁ ମିଶାଇ ମୋଟ୍ ୪୨…