Latest Odisha News

BREAKING NEWS

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ମହାମାରୀ କରୋନା ଭିତରେ ଆଜିଠୁ ଆରମ୍ଭ ହେଉଛି ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ଅଛନ୍ତି । ସେପେଟେ ମୁକାବିଲା କରିବାକୁ ସରକାର ବି ରଣ କୌଶଳ ପ୍ରସ୍ତୁତ କରିସାରିଛନ୍ତି । ଏହି ଅଧିବେଶନରରେ ମୋଟ ୮ଟି କାର୍ଯ୍ୟ…

ପୁଣି ଥରେ ଜେରା ହେବେ ଦୀପିକା, ଶ୍ରଦ୍ଧା, ସାରା ଓ ରକୁଲ: ରିପୋର୍ଟ

ମୁମ୍ବାଇ: ଡ୍ରଗ୍ ଲିଙ୍କ ମାମଲାରେ ଆସିଛି ବଲିଉଡର ଆଗଧାଡ଼ିର ନାୟିକାଙ୍କ ନାମ। ଏନସିବି ଯାଞ୍ଚ ବେଳେ ଦୀପିକା ପାଦୁକୋନ୍, ସାରା ଅଲି ଖାନ୍, ଶ୍ରଦ୍ଧା କପୁର ଏବଂ ରକୁଲ ପ୍ରୀତ ସିଂ ସମାନ ମନ୍ତବ୍ୟ ଦେଇଥିବା ସୂଚନା ମିଳିଛି । ଜାତୀୟ ଗଣମାଧ୍ୟମ ଟାଇମ୍ସ ନାଓର ରିପୋର୍ଟ ଅନୁଯାୟୀ, ଏହି…

ଗୁଜୁରାଟରେ ଭୁଶୁଡ଼ିଲା ନିର୍ମାଣଧିନ କୋଠା: ୩ ମୃତ

ବଡୋଦ୍ରା: ଗୁଜୁରାଟର ବଡୋଦ୍ରା ସ୍ଥିତ ଭାବନୀପୁରମ ଅଞ୍ଚଳରେ ଭୁଶୁଡି ପଡୁଛି ଏକ ୩ ମହଲା ବିଶିଷ୍ଟ ନିର୍ମାଣଧିନ କୋଠା । ଏଥିରେ ପ୍ରାୟ ୩ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି। ସୋମବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି । ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଛି ।…

ମା’ବିରଜାଙ୍କ ରଥଯାତ୍ରା ପାଇଁ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ଜିଲ୍ଲାପାଳ ଓ ଏପିଙ୍କୁ ପକ୍ଷ ରଖିବାକୁ ହାଇକୋର୍ଟର…

କଟକ: ମା’ ବିରଜାଙ୍କ ରଥଯାତ୍ରା ଆୟୋଜନକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ଯାଜପୁର ଜିଲ୍ଲାପାଳ ଓ ଏସପିଙ୍କୁ ମାନ୍ୟବର ହାଇକୋର୍ଟ ରିପୋଟ ତଲବ କରିଛନ୍ତି । ହାଇକୋର୍ଟର ମୂଖ୍ୟ ବିଚାରପତି ମହମ୍ମଦ ରଫିକ୍ ଓ ବିଚାରପତି ବି.ଆର . ଷଡଙ୍ଗିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର…

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା; ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଦେଲେ…

ସୁନ୍ଦରଗଡ଼: ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା। ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି। ଅପରେସନ କରିବାକୁ ପଡ଼ିବ। ଝିଅକୁ କେମିତି ଭଲ କରିବୁ ଆମେ ଚିନ୍ତାରେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ   ତା୨୯-୯-୨୦୨୦ ମଙ୍ଗଳବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ସେପ୍ଟେମ୍ବର ୨୯ ରିଖ ମଙ୍ଗଳବାର କନ୍ୟା ୧୪ ଦିନ ଆଶ୍ବିନ ମଳ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର   ଘାତ ବାର-: ମକର ରାଶିର…

ସୁପର ଓଭରର ଶେଷ ବଲରେ ବିରାଟଙ୍କ ଚଉକା ବଳରେ ମୁମ୍ବାଇକୁ ହରାଇଲା ବେଙ୍ଗାଳୁରୁ

ଦୁବାଇ : ଆଜି ଆଇପିଏଲ-୨୦୨୦ର ଏକ ଉତ୍କଣ୍ଠା ଭରା ମ୍ୟାଚରେ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସକୁ ସୁପରଓଭରରେ ହରାଇ ବାଜି ମାରିନେଇଛି ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ । ସୁପର ଓଭର ବୋଲିଂ କରିବାକୁ ଆସିଥିବା ବେଙ୍ଗାଳୁରୁର ନବଦୀପ ସାଇନି ମୁମ୍ବାଇ ଇଣ୍ଡିଆନ୍ସ ବିସ୍ଫୋରକ…

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଦୁଇ ଦିନ ପାଇଁ ବନ୍ଦ ରହିଲା ଓଏଚଆରସି

ଭୁବନେଶ୍ୱର: ରାଜ୍ୟ ମାନବାଧିକାର କମିଶନଙ୍କ ତୋଷାଳୀ ସ୍ଥିତ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭି ଚିହ୍ନଟ ପରେ ଦୁଇ ଦିନ ପାଇଁ ଏହାକୁ ବନ୍ଦ ରଖାଯାଇଛି । ଆସନ୍ତା ୩୦ ତାରିଖ ଯାଏଁ ଏହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । କମିଶନଙ୍କ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ…

ହ୍ଵାଟ୍ସଆପ ମାଧ୍ୟମରେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଖାଲି ହୋଇପାରିବ,SBI ଜାରି କରିଛି ସତର୍କ ସୂଚନା

ନୂଆଦିଲ୍ଲୀ: ସୋସିଆଲ୍ ମେସେଜିଂ ଆପ୍ ହ୍ଵାଟ୍ସଆପ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏକ ସତର୍କ ସୂଚନା ଜାରି କରିଛି। ଏହି ସୂଚନା ଅନୁଯାୟୀ, ହ୍ଵାଟ୍ସଆପ ରେ ଏକ ଛୋଟ ଭୁଲ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଏକ ବଡ଼ କ୍ଷତି ହୋଇପାରେ। ଏହି ଆପରେ କଲ୍ କିମ୍ବା…

ଓଡ଼ିଶା ଦୃଷ୍ଟିହୀନ ସମାଜର ଉଜ୍ଜ୍ୱଳ ଜ୍ୟୋତିଷ୍କ ରାଜକିଶୋର ସାବତ

ଭୁବନେଶ୍ୱର: ୫୨ ବର୍ଷ ବୟସ୍କ ବରିଷ୍ଠ ଦୃଷ୍ଟିହୀନ ସମାଜସେବୀ ତଥା ଡଃ. ରତ୍ନାକର ଦାସ ମେମୋରିଆଲ ଦୃଷ୍ଟିହୀନ ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠାତା, ତ୍ରୟମାସିକ ପତ୍ରିକା ଦିବ୍ୟଦୃଷ୍ଟି ଓଡ଼ିଶା ଓ ପ୍ରଜ୍ଞାର ସମ୍ପାଦକ, ପୀଙ୍ଗଲାଖି ପବ୍ଲିକ ୱେଲଫାରେ ଅର୍ଗାନାଇଜେସନ (PPWD)ର ସ୍ରଷ୍ଟା ତଥା…