ଡିସେମ୍ବର ୨୭ରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଏହି ଅବସରରେ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
ଗତ ୨୦୧୮ ମସିହା ମେ’ ୨୧ରେ ପେଟ୍ରୋଲିୟମ୍ ଓ…