ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୫ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…