ଖ୍ରୀଷ୍ଟମାସ ସମୟରେ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୪ ତାରିଖରୁ ୨୭ ତାରିଖ
ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହାଫଳରେ ଚଳିତ ବର୍ଷ ଓଡ଼ିଶାବାସୀ ଭିଜା ବର୍ଷାରେ ଖ୍ରୀଷ୍ଟମାସ୍୍ ପାଳିିିବାର ଆଶଙ୍କା ରହିଛି।
ପୂର୍ବାଂଚଳ ଆଡକୁ ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସର ଗତି…