Illegal Donations: ଚାନ୍ଦା ମାଗିଲେ ପୋଲିସକୁ ଫୋନ୍ କରନ୍ତୁ: ଡିସିପି
କଟକ: ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼…