କରୋନା କ୍ରିଏଟିଭିଟି : ଭବାନୀ ଶଙ୍କର ଆଚାର୍ଯ୍ୟଙ୍କ ଭକ୍ତିସଙ୍ଗୀତ ଗାନ
ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…