ଆସନ୍ତାକାଲି ଭୁବନେଶ୍ୱର ଓ କଟକର ଏହିସବୁ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ
ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି ।
ମରାମତିଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା ଜଣାପଡିଛି ।…