Latest Odisha News

BREAKING NEWS

କାହିଁକି ପାଳିତ ହୁଏ ବଡ଼ଦିନ; ଖ୍ରୀଷ୍ଟମାସକୁ ନେଇ ରହିଛି କେଉଁ ବିଶ୍ୱାସ ଜାଣନ୍ତୁ…

ଭୁବନେଶ୍ୱର: ପ୍ରତିବର୍ଷ ଡିସେମ୍ବର ୨୫ ତାରିଖକୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଦିବସ ରୂପେ ପାଳନ କରାଯାଏ । ଏହି ଦିନରେ ପ୍ରଭୁଙ୍କ ଆଗମନ ହୋଇଥିବା ଯୋଗୁଁ ସାରା ବିଶ୍ୱରେ ବେଶ ଧୁମଧାମରେ ଏହାକୁ ପାଳନ କରାଯାଇଥାଏ । ଖ୍ରୀଷ୍ଟମାସକୁ ‘ବଡଦିନ’ ଭାବେ ମଧ୍ୟ ପାଳନ କରାଯାଇଥାଏ । ଏହି ପର୍ବକୁ…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୧-୧୨-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୨୧ ରିଖ ଶନିବାର ଧନୁ ୦୬ଦିନ ପୌଷ ମାସ କୃଷ୍ଣ ପକ୍ଷ ଦଶମୀ ତିଥି ଚିତ୍ରା ନକ୍ଷତ୍ର କନ୍ୟା ଚନ୍ଦ୍ର ଦିନ ୯ଘ୨୯ ମିନିଟ୍…

ଗାଳ୍ପିକା ନିରୁପମା ଆଚାର୍ଯ୍ୟଙ୍କ ‘ଆତ୍ମାର ମିଳନ’ ଅନୁବାଦିତ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପୁରାତନ ମହିଳା ମାସିକ ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ଆନୁକୁଲ୍ୟରେ ବିଶିଷ୍ଟ ଗାଳ୍ପିକା ଶିଶୁ ସାହିତ୍ୟିକା ଓ ଅନୁବାଦିକା ଶ୍ରୀମତୀ ନିରୁପମା ଆଚାର୍ଯ୍ୟଙ୍କର ଅନୁବାଦିତ ‘ଆତ୍ମାର ମିଳନ’ପୁସ୍ତକର ଶୁଭ ଉନ୍ମୋଚନ ଉତ୍ସବ ଆଜି ପ୍ରେସ୍ କ୍ଲବ ଅଫ୍ ଓଡ଼ିଶା, ମାଷ୍ଟର…

ସାଇ ଇଣ୍ଟରନ୍ୟାସନାଲ୍ ରେସିଡ଼େନ୍ସିଆଲ୍ ସ୍କୁଲରେ ଦ୍ୱିତୀୟ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ସଂପୂର୍ଣ୍ଣ ଆବାସିକ ବିଦ୍ୟାଳୟ ସାଇ ଇଣ୍ଟରନ୍ୟାସନାଲ ରେସିଡେନ୍ସିଆଲ୍ ସ୍କୁଲର ଦ୍ୱିତୀୟ ପ୍ରତିଷ୍ଠା ଦିବସ "ଉକ୍ରର୍ଷ'ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରଥମ ଅଧିବେସନରେ ମୁଖ୍ୟ ଅତିଥି ଭାବେ ରାଜସ୍ୱ ଓ ବିପର୍ଯ୍ୟନ୍ତ ପରିଚାଳନା…

ଦେଶରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ୫ଜି ସେବା !

ନୂଆଦିଲ୍ଲୀ: ଦୁରସଂଚାର ବିଭାଗରେ ଉଚ୍ଚସ୍ତରୀୟ ନିର୍ଣ୍ଣୟକାରୀ ସଂସ୍ଥା ଡିଜିଟାଲ କମ୍ୟୁନିକେଶନ କମିଶନ ଆଜି ୫.୨୨ ଲକ୍ଷ କୋଟି ଟଙ୍କାର ସ୍ପେକ୍ଟରମ ନିଲାମ ପାଇଁ ଥିବା ଯୋଜନାକୁ ମଞ୍ଜୁରୀ ଦେଇଦେଇଛି । ଯେଉଁଥିରେ ୨୨ ସର୍କଲ ରେ ୮୩୦୦ ମେଗାହର୍ସ ସ୍ପେକ୍ଟରମ ସାମିଲ ଅଛି ଓ ମାର୍ଚ୍ଚ-ଅପ୍ରେଲ ରେ…

ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେପି; କେଉଁ ଜିଲ୍ଲାରେ କିଏ ନେଲେ ଦାୟିତ୍ୱ ଜାଣନ୍ତୁ…

ଭୁବନେଶ୍ୱର: ଓଡିଶା ପ୍ରଦେଶର ଜିଲ୍ଲା ସଭାପତି ନିର୍ବାଚନ ଡିସେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ରାଜ୍ୟସ୍ତରୀୟ ନେତୃବୃନ୍ଦମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ମଣ୍ଡଳ ସ୍ତରର ନେତୃମଣ୍ଡଳୀଙ୍କ ସହ ଆଲୋଚନା କରି ମତାମତ ସଂଗ୍ରହ କରିଥିଲେ ।…

କେଉଁସବୁ ସ୍ଥାନରେ ଜାନୁଆରୀ ୭ ରେ ପାଳିତ ହୁଏ ବଡ଼ଦିନ, ଜାଣନ୍ତୁ

ଭୁବନେଶ୍ୱର: ଡିସେମ୍ବର ୨୫ରେ ଯୀଶୁଖ୍ରୀଷ୍ଟ ଜନ୍ମ ଗ୍ରହଣ କରିଥିବା ଯୋଗୁଁ ସମଗ୍ର ବିଶ୍ୱରେ ଏହାକୁ ବଡ଼ଦିନ ବା ଏକ୍ସ-ମାସ ରୂପରେ ପାଳନ କରାଯାଏ । ତେବେ ସମଗ୍ର ବିଶ୍ୱରେ ବଡ଼ଦିନକୁ ଡିସେମ୍ବର ୨୫ରେ ପାଳନ କରାଯାଉଥିବା ବେଳେ କିଛି ସ୍ଥାନରେ ଏହାକୁ ଜାନୁଆରୀ ମାସରେ ପାଳନ କରାଯାଏ ।…

ଦିଲ୍ଲୀରେ ଭୂକମ୍ପ; ଆଫଗାନିସ୍ଥାନରେ ତୀବ୍ରତା ୬.୩

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର କେତେକ ଅଞ୍ଚଳ, ପଞ୍ଜାବ, ହରିୟାଣାରେ ଶୁକ୍ରବାର ଦିନ ସନ୍ଧ୍ୟା ୫ଟା ୧୨ରେ ଭୂକମ୍ପ ଅନୁଭୂତ ହୋଇଛି । ଆଜି ଘଟିଥିବା ଭୂକମ୍ପର ମୁଖ୍ୟ କେନ୍ଦ୍ରସ୍ଥଳୀ ଥିଲା ଆଫଗାନିସ୍ଥାନ, ରିଚର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୩ ରହିଛି ।…

ବହୁଚର୍ଚ୍ଚିତ ଉନ୍ନାଓ ଦୁଷ୍କର୍ମକାରୀ କୁଲଦୀପ ସେଙ୍ଗରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଉତ୍ତରପ୍ରଦେଶର ଉନ୍ନାଓ ଠାରେ ଘଟିଥିବା ଅପହରଣ ଏବଂ ବଳତ୍କାର ମାମାଲରେ ଦିଲ୍ଲୀର ତିସହଜାରୀ କୋର୍ଟ ଦୋଷୀ କୁଳଦୀପ ସେଙ୍ଗରକୁ ଆଜୀବନ କାରା ଦଣ୍ଡ ସହ ୨୫ ଲକ୍ଷ ଟଙ୍କାର ଦଣ୍ଡ ଶୁଣାଇଛନ୍ତି । 2017 Unnao rape case: Delhi's Tis Hazari Court has also…

ବଡ଼ଦିନରେ କାହିଁକି ସଜାଯାଏ କ୍ରିସମାସ ଟ୍ରି; ଜାଣନ୍ତୁ…

ଭୁବନେଶ୍ୱର:କ୍ରିସମାସ ବଡ଼ଦିନରେ କ୍ରିସ୍ମସ ଟ୍ରିର ରହିଛି ଅନେକ ମହତ୍ତ୍ୱ । ଏହାବିନା କ୍ରିସମାସ ଅଧୁରା ବୋଲି କୁହାଯାଏ । କଣ ଏହି କ୍ରିସମାସ ଟ୍ରି: କ୍ରିସମାସ ଟ୍ରି ବା ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ…