୨ ଦିନ ସମ୍ବଲପୁର ସଟଡାଉନ୍
ସମ୍ବଲପୁର: ଦୁଇ ଦିନ ପାଇଁ ସମ୍ବଲପୁର ଜିଲ୍ଲା ସଟ୍ଡାଉନ । କରୋନା ସଂକ୍ରମଣ ଯୋଗୁଁ ସମ୍ବଲପୁର ଜିଲ୍ଲାକୁ ୨ ଦିନିଆ ସଟ୍ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଆସନ୍ତା ୧୧ ଓ ୧୨ ତାରିଖ ୨ ଦିନ ପୁରା ସଟ୍ଡାଉନ୍ ହେବ । ଏହି ସମୟରେ ଜରୁରୀକାଳିନ ସେବା ଅବ୍ୟାହାତ ରହିବ। ଏନେଇ ଜିଲ୍ଲା…