Latest Odisha News

BREAKING NEWS

କରୋନା କ୍ରିଏଟିଭିଟି : ସୁଚିସ୍ମିତା ସାହୁଙ୍କ ନୃତ୍ୟ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in  ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

କରୋନା କ୍ରିଏଟିଭିଟି : ଟି. ତୁଲିକା ରେଡ୍ଡିଙ୍କ ନୃତ୍ୟ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in  ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ଜାଣନ୍ତୁ, କେମିତି କଟିବ ଆଜି ଦିନ

ରାଶି ଫଳ ତା ୯-୭-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୯ ରିଖ ଗୁରୁବାର ମିଥୁନ ୨୫ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: ମିଥୁନ ପୁରୁଷ ଓ ମୀନ…

୧୧୬ ଦିନ ପରେ କ୍ରିକେଟ ମ୍ୟାଚ୍, ପଡ଼ିଲା ମାତ୍ର ୧୦୬ଟି ବଲ୍

ଇଂଲଣ୍ଡ ଓ ଓ୍ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ସହ ୧୧୬ ଦିନ ପରେ କ୍ରିକେଟ ଫେରିଛି । କରୋନା ମହାମାରୀ ଯୋଗୁ ୧୩ ମାର୍ଚ୍ଚ ପରଠୁ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଆୟୋଜନରେ ବ୍ରେକ ଲାଗିଥିଲା । ଏତେ ଦିନ ପରେ କ୍ରିକେଟ ମ୍ୟାଚ ଦେଖିବାକୁ ଉତ୍ସାହକୁ ପାଣିଚିଆ କରିଦେଲା ବର୍ଷା ।…

ଭାରତୀୟ ସେନାର ଯବାନ ନିଜ ଫୋନରୁ ଡିଲିଟ କରିବେ ୮୯ଟି ମୋବାଇଲ୍ ଆପ୍

ନୂଆଦିଲ୍ଲୀ: ଭାରତୀୟ ସେନାରେ କାର୍ଯ୍ୟରତ ଯବାନଙ୍କୁ ନିଜ ନିଜ ସ୍ମାର୍ଟଫୋନରୁ ୮୯ଟି ମୋବାଇଲ୍ ଆପ୍ ଡିଲିଟ କରିବାକୁ ପଡ଼ିବ । ସେସବୁ ଆପ୍ ଭିତରେ ରହିଛି ଫେସବୁକ, ଇନଷ୍ଟାଗ୍ରାମ, ଟ୍ରୁ-କଲର ଓ ଟିକଟକ୍ ଭଳି ଲୋକପ୍ରିୟ ଆପ୍ । ସେସବୁ ଆପର ତାଲିକା ଜାରି କରିଛି ଭାରତୀୟ ସେନା । ଯେଭଳି କୌଣସି…

ପରଲୋକରେ ଫିଲ୍ମ ସୋଲେର ‘ସୁରମା ଭୋପାଲି’

ମୁମ୍ବାଇ : ଫିଲ୍ମ ସୋଲେର ‘ସୁରମା ଭୋପାଲି’ ତଥା ବଲିଉଡ୍‌ର ହାସ୍ୟ ଅଭିନେତା ଜଗଦୀପଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ବାର୍ଦ୍ଧକ୍ୟ ଜନିତ କାରଣରୁ ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ଫିଲ୍ମ ‘ସୋଲେ’ରେ ତାଙ୍କର ‘ସୁରମା ଭୋପାଲି’ ଚରିତ୍ରରେ…

ଅମିତ ଶାହଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି । ଲୋକଙ୍କ ପାଇଁ କରାଯାଇଥିବା କାମ ସମ୍ପର୍କରେ ସେ ଅମିତ ଶାହଙ୍କୁ ଅବଗତ କରିଥିଲେ । ଏଥି ସହ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ…

ଗାନ୍ଧୀ ଜୟନ୍ତୀରୁ ଅନଲାଇନରେ ହେବ ସବୁ ସରକାରୀ ସେବା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ସମସ୍ତ ସରକାରୀ ସେବା ଅନ୍ଲାଇନ୍ରେ ଉପଲବ୍ଧ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟିରେ ୮ଟି ବୈଷୟିକ କୌଶଳର ଶୁଭାରମ୍ଭ କରିଛନ୍ତି। ସରକାରୀ ସେବା ପାଇଁ ଆଉ ଅଫିସ ଆସିବାକୁ ପଡ଼ିବ ନାହିଁ । ଗୃହ, ସାଧାରଣ ପ୍ରଶାସନ ଓ…

ନୂଆ କଟକଣା: ବାହାଘର ବେଳେ ବରଯାତ୍ରୀ ମନା

ଭୁବନେଶ୍ୱର: କରୋନା ଭିତରେ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ କଟକଣା । ବିବାହ ଉତ୍ସବ ଓ ଶେଷକୃତ୍ୟ ପାଇଁ ନୂଆ କଟକଣା ଜାରି ହୋଇଛି । ବାହାଘର ବେଳେ ବରଯାତ୍ରୀ ଶୋଭାଯାତ୍ରାକୁ ବାରଣ କରାଯାଇଛି । କେବଳ ସେତିକି ନୁହେଁ ବାହାଘର ପାଇଁ ଥାନାରୁ ଅନୁମତି ମଧ୍ୟ ଆଣିବାକୁ ପଡିବ । ସେହିପରି…

୧୫ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଉପସଭାପତି ପରେ ଆଜି ବରିଷ୍ଠସାଧାରଣ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା ଦଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ଜଣ ବରିଷ୍ଠ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେଇ ବିଭିନ୍ନ ଦାୟିତ୍ୱ ମଧ୍ୟ ବଂଟନ କରିଛନ୍ତି। ଏନେଇ ବିଜେଡି…