Latest Odisha News

BREAKING NEWS

୨ୟ ଦିନିକିଆ ଟକ୍କର: ଟସ୍ ଜିତି ଭାରତକୁ ବ୍ୟାଟିଂ ପାଳି ଦେଲା ୱେଷ୍ଟଇଣ୍ଡିଜ

ନୂଆଦିଲ୍ଲୀ: ଆଜି ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଖେଳାଯିବ । ବିଶାଖାପାଟଣାର ୱାଇଏସ୍ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଦ୍ୱିପ୍ରହର ୧ଟା ୩୦ମି.ରେ ଏହି ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ଏହି ୨ୟ ଦିନିକିଆ ଟକ୍କରରେ ୱେଷ୍ଟଇଣ୍ଡିଜ୍ ଟସ୍ ଜିତି ଭାରତକୁ ବ୍ୟାଟିଂ…

ଭିଜିଲାନ୍ସ ଜାଲରେ ଫସିଲେ ବିଡିଏ ଅଧିକାରୀ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଧିକାରୀ ବିଭୁତି ଭୂଷଣ ରାୟଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସୂଚନା ଅନୁଯାୟୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଉଭୟ ଘର ଓ…

ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ

ନୂଆଦିଲ୍ଲୀ: ଉଭୟ ଛୋଟ ଓ ବଡ଼ ପରଦା ତଥା ଓ ମଞ୍ଚ ଅଭିନେତା ଶ୍ରୀରାମ ଲାଗୁଙ୍କର ମଙ୍ଗଳବାର ପୁନେଠାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଶ୍ରୀରାମ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଛି। Dr.…

ନାଗରିକତା ସଂଶୋଧନ ଆଇନ ପ୍ରସଙ୍ଗ: କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ନାଗରିକତା ସଂଶୋଧନ ଆଇନକୁ ଚ୍ୟାଲେଞ୍ଜ୍ କରି ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବା ୫୯ଟି ପିଟିସନର ଶୁଣାଣି ନେଇ ଅଦାଲତ କେନ୍ଦ୍ରକୁ ନୋଟିସ୍ ଜାରି କରିଛନ୍ତି । CJI Bobde calls Attorney General (AG) KK Venugopal & says there is “unusual…

କର୍ତ୍ତବ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହେଲେ ୩ ପୋଲିସ କର୍ମଚାରୀ

ବାଲେଶ୍ଵର: କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗରେ ବାଲେଶ୍ଵର ଏସପି, ଏଏସଆଇ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ବାଲେଶ୍ଵର ଜିଲ୍ଲାରେ କିଛିଦିନ ତଳେ ଏକ ନାବାଳିକା ଅପହରଣ ଘଟିଥିଲା । ଏଥିରେ ସମ୍ପୃକ୍ତ ଅଭିଯୁକ୍ତକୁ ଉତ୍ତରପ୍ରଦେଶରୁ…

‘ସିବିଏସଇ’ ଓ ‘ଆଇସିଏସଇ’ର ବାର୍ଷିକ ବୋର୍ଡ ପରୀକ୍ଷା ସୂଚୀ ଘୋଷିତ

ଭୁବନେଶ୍ୱର: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (ସିବିଏସଇ) ଓ ଇଣ୍ଡିଆନ ସାର୍ଟିଫିକେଟ ଅଫ ସେକେଣ୍ଡାରୀ ଏଜୁକେସନ (ଆଇସିଏସଇ) ଏହାର ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷା ନିମନ୍ତେ ତାରିଖ ଘୋଷଣା ହୋଇଛି । 'ସିବିଏସଇ'ର ଘୋଷଣା ଅନୁସାରେ ଆଗାମୀ ଫେବୃଆରୀ ୧୫ ତାରିଖରୁ ଉଭୟ…

ଶ୍ରୀଜୀଉଙ୍କ ବନକଲାଗି ନୀତି; ଆଜି ୪ ଘଣ୍ଟା ଯାଏଁ ବନ୍ଦ ରହିବ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅର୍ଥାତ ଶୀମୁଖ ସିଂହାର ନୀତି ଯୋଗୁଁ ୪ ଘଣ୍ଟା ଯାଏଁ ଦର୍ଶନ ବନ୍ଦ ରହିବ । ପ୍ରାପ୍ତ ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗ ମଣ୍ଡପ ନୀତି ଅନୁଷ୍ଠିତ ପରେ…

ଶ୍ରୀକ୍ଷେତ୍ରରେ ଶ୍ରୀରାଧା-ଶ୍ରୀକୃଷ୍ଣ; ମହାପ୍ରଭୁଙ୍କ ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ସାକ୍ଷୀଗୋପାଳ !

ପୁରୀ: ଶ୍ରୀକୃଷ୍ଣ-ଶ୍ରୀରାଧାଙ୍କ ଅତ୍ୟନ୍ତ କମନୀୟ ମୂର୍ତ୍ତି ଶ୍ରୀମନ୍ଦିରରେ ପୂଜିତ ହେଉଛନ୍ତି । ଶ୍ରୀମନ୍ଦିରରେ ଶ୍ରୀରାଧା ଓ ଶ୍ରୀକୃଷ୍ଣଙ୍କୁ ଦେଶବିଦେଶରୁ ଆସିଥିବା ହଜାର ହଜାର ଶ୍ରୀକୃଷ୍ଣଭକ୍ତମାନେ ଦର୍ଶନ କରି ନିଜକୁ କୃତାର୍ଥ କରିଥାଆନ୍ତି । ଶ୍ରୀମନ୍ଦିରସ୍ଥ ପଶ୍ଚିମ ପାଶ୍ୱର୍ ଭିତର…

ଧନୁ ସଂକ୍ରାନ୍ତିରୁ ମକର ସଂକ୍ରାନ୍ତି ଶ୍ରୀମନ୍ଦିରରେ ‘ପହିଲିଭୋଗ’ ନୀତି…

ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସକଳ ପ୍ରକାର ନୀତି, ପର୍ବ ପର୍ବାଣି,ଉତ୍ସବ ଇତ୍ୟାଦି ବର୍ଷ ର ବିଭିନ୍ନ ସମୟରେ ପାଳିତ ହେବା ସଂଗେ ସଂଗେ ଅନେକ ପ୍ରକାର ଭୋଗ ଦ୍ରବ୍ୟ ପ୍ରସ୍ତୁତ ହୋଇ ରତ୍ନସିଂହାସନ ରେ ଅଧିଷ୍ଠିତ ମହାପ୍ରଭୁଙ୍କୁ ସମର୍ପିତ ହୋଇଥାଏ।ପୌରାଣିକ ମତ ଅନୁଯାୟୀ ଭାରତ ର…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୧୮-୧୨-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୮ ରିଖ ବୁଧବାର ଧନୁ ୦୩ଦିନ ପୌଷ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର-:…