Latest Odisha News

BREAKING NEWS

ଆଉ ୩ ମାସ ଯାଏଁ ମିଳିବ ମାଗଣା ଗ୍ୟାସ୍ ଓ ରାସନ

ନୂଆଦିଲ୍ଲୀ: କରୋନା ଯୋଗୁ ଦେଶରେ ଆର୍ଥିକ ମାନ୍ଦାବସ୍ଥା ଦେଖା ଦେଇଛି। ତେବେ ଏହି ମହାମାରୀରେ ଅଧିକ ପ୍ରଭାବିତ ହୋଇଛନ୍ତି ଗରିବ ଓ ଦିନ ମଜୁରିଆ। ତେଣୁ ଏହାକୁ ଆଖି ଆଗରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ହୋଇଥିବା କ୍ୟାବିନେଟ୍‌ ଓ ସିସିଇଏ ବୈଠକରେ କିଛି…

ଡ୍ୟୁଟିରେ ଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଛୁରୀ ଭୁସି ହତ୍ୟା

ନିଆଳି: ଡ୍ୟୁଟିରେ ଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଛୁରୀ ଭୁସି ହତ୍ୟା କଲା ସ୍ୱାମୀ । ଏଭଳି ଅଭିଯୋଗ ଆସିଛି ନିଆଳିରୁ । ସମ୍ପୃକ୍ତ ନର୍ସ ଜଣକ ଜଣେ ଗର୍ଭବତୀ ମହିଳାଙ୍କୁ ଟିକା ଦେଉଥିବା ବେଳେ ନର୍ସଙ୍କ ସ୍ୱାମୀ ତାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ସମ୍ପୃକ୍ତ ନର୍ସ ଜଣକ ଆଜି କଟକ ସଦର…

କଟକ ଶିଶୁଭବନରେ ଆଉ ଜଣେ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି କଟକ ଶିଶୁଭବନରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାରେ ପୁଣି ଜଣେ ଶିଶୁ ସଂକ୍ରମିତ ହୋଇଛି । ସଂକ୍ରମିତ ଶିଶୁ ଜଣକ ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର…

ବାହାର କର୍ମଚାରୀଙ୍କୁ ଭୁବନେଶ୍ୱର ମନା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଲାଗୁ ହୋଇଛି ନୂଆ କଟକଣା । ବାହାର କର୍ମଚାରୀଙ୍କ ପାଇଁ ଭୁବନେଶ୍ୱର ମନା ହୋଇଛି ।ଭୁବନେଶ୍ୱରରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କ ପାଇଁ ଏହା ଲାଗୁ କରାଯିବ । କଟକ, ଖୋର୍ଦ୍ଧା ବାହାରେ ରହୁଥିବା କର୍ମଚାରୀ କାର୍ଯ୍ୟାଳୟ ଆସିବା ନେଇ ଅନୁମତି ନାହିଁ…

ପରମବ୍ରହ୍ମ ଶ୍ରୀଜଗନ୍ନାଥ…

''ନୀଳାଚଳ ନିବାସାୟ ନିତ୍ୟାୟ ପରମାତ୍ମନେ ବଳଭଦ୍ର ସୁଭଦ୍ରାଭ୍ୟାଂ ଜଗନ୍ନାଥାୟତେ ନମଃ'' ନୀଳାଚଳ ନିବାସୀ, ନିତି ଆନନ୍ଦ ଲୀଳାରେ ମଗ୍ନ ଥିବା ଜୀବ ପରମ ତତ୍ତ୍ୱର ସାକାର ନିରାକାର ପୂର୍ଣ୍ଣବ୍ରହ୍ମ ଏହି ଦିବ୍ୟ ବ୍ରହ୍ମଦାରୁ ବିଷୟରେ ସମ୍ୟକ ଶାସ୍ତ୍ରୀୟ ମତ । ଶ୍ରୀଜୀଉଙ୍କର ପୂଜାର୍ଚ୍ଚନାରେ…

ଆଇପିଏସ୍ ବସନ୍ତ ରଥ ସସ୍‌ପେଣ୍ଡ

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ଅବସ୍ଥାପିତ ଓଡ଼ିଆ ପୁଅ ଆପିଏସ୍ ବସନ୍ତ ରଥ ସସ୍‌ପେଣ୍ଡ ହୋଇଛନ୍ତି । ସେ ପଦବୀର ଅପବ୍ୟବହାର ଓ ଅଶୋଭନୀୟ ଆଚ୍‌ରଣ କରିଥିବା ଯୋଗୁଁ ୨୦୦୦ ମସିହା ବ୍ୟାଚ୍‌ର ଅଫିସର ବସନ୍ତ ରଥଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି ।ଡିଜିପିଙ୍କ ବିନା ଅନୁମତିରେ…

ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ, ପୁଣି ଭୁବନେଶ୍ୱରରେ ୪୬ ପଜିଟିଭ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ଟ୍ୱିଟ୍ କରି ସୂଚନା ଦେଇଛି । ଚିହ୍ନଟ…

ନିଯୁକ୍ତି ମିଳିବ, ନୂଆ ପଦବୀ ସୃଷ୍ଟି ହେବନି: ସରକାର

ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାରୀ ନିଯୁକ୍ତି ନେଇ କଟକଣା ଉପରେ ସ୍ପଷ୍ଟିକରଣ ରଖିଛି ଅର୍ଥ ବିଭାଗ । ସରକାର କହିଛନ୍ତ, କେବଳ ନୂଆ ପଦବୀ ସୃଷ୍ଟି ଉପରେ କଟକଣା ଲାଗିଛି । ତେବେ ନୂଆ ନିଯୁକ୍ତି ପ୍ରକ୍ରିୟା ଜାରି ରହିବ । ପୂର୍ବଭଳି ଖାଲି ପଡିଥିବା ପଦବୀ ପୂରଣ ହେବ । କୋଭିଡ ପରିସ୍ଥିତିକୁ…

ନିଯୁକ୍ତି ବନ୍ଦ ହୋଇଗଲେ ବେକାର ଯୁବକ-ଯୁବତୀ କ’ଣ କରିବେ?

ଭୁବନେଶ୍ୱର: ରାଜ୍ୟରେ କରୋନା ବୃଦ୍ଧି ପାଉଛି । ଏଥିସହ ସରକାରଙ୍କ ଆୟ କମୁଛି । ତେଣୁ ସ୍ୱାସ୍ଥ୍ୟ ବିଭାଗ ବାଦ ୨ବର୍ଷ ଯାଏଁ ସରକାରୀ ନିଯୁକ୍ତି ମିଳିବନି ବୋଲି ଗତକାଲି ସରକାର ଘୋଷଣା କରିଛନ୍ତି । ସରକାର ଏହାର ଆଉଥରେ ପୁନଃ ବିଚାର କରନ୍ତୁ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି…

ଖୋର୍ଦ୍ଧା-ଗଂଜାମ ବର୍ଡର ସିଲ୍‌, ଟୋଲ୍ ଗେଟ୍ ନିକଟରେ ଟ୍ରାଫିକ ଜାମ୍‌

ଗଂଜାମ: ବଢ଼ୁଥିବା କରୋନା ସଂକ୍ରମଣ ଯୋଗୁଁ ଗଂଜମାର ସମସ୍ତ ସହରାଂଚଳକୁ ଜିଲ୍ଲାପାଳ ଆସନ୍ତାକାଲିଠାରୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ତେବେ ଆଜି ଠାରୁ ଗଂଜମାର ସବୁ ବର୍ଡର ସିଲ୍ କରାଯାଇଛି । ଆଜି ଗଂଜାମ ଓ ଖୋର୍ଦ୍ଧା ଜିଲ୍ଲାର ସୀମା ସିଲ୍ ହେବା ପରେ ଟ୍ରାଫିକ ଜାମ୍ ହୋଇଛି । ସୀମା ସୀଲ୍…