Latest Odisha News

BREAKING NEWS

ଧୋନୀ @୩୯ : ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ରୋଚକ କଥା

ଭୁବନେଶ୍ୱର: କ୍ୟାପଟେନ କୁଲ ତଥା ଭାରତୀୟ କ୍ରିକେଟ ଦଳର ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । କ୍ରିକେଟ ଦୁନିଆର ଏହି ବେତାଜ ବାଦଶାହାଙ୍କର ଆଜି ହେଉଛି ୩୯ ତମ ଜନ୍ମ ଦିବସ । ଝାଡଖଣ୍ଡର ପ୍ରଥମ ଅନ୍ତରାଷ୍ଟ୍ରୀୟ କ୍ରିକେଟର ଯିଏକି ୨୩ ବର୍ଷ ବୟସରେ ଭାରତୀୟ ଦଳରେ ପାଦ ଦେଇଥିଲେ । ଏହି…

ସେପ୍ଟେମ୍ବର ସୁଦ୍ଧା ପରୀକ୍ଷା ସାର: ୟୁଜିସି

ନୂଆଦିଲ୍ଲୀ: ସେପ୍ଟେମ୍ବର ଶେଷ ସୁଦ୍ଧା ଯୁକ୍ତ ୩ ଶେଷ ବର୍ଷ ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସାର । ଏନେଇ ସମସ୍ତ କଲେଜ ଅଧ୍ୟକ୍ଷ ଓ ବିଶ୍ୱବିଦ୍ୟାଳୟର କୂଳପତିମାନଙ୍କୁ ପତ୍ର ଲେଖିଛି ୟୁଜିସି । ଏପ୍ରିଲ ଗାଇଡ଼ଲାଇନ ଅନୁସାରେ ପୂର୍ବ ନିଷ୍ପତ୍ତି ନିଆଯାଇଥିଲା। ଯାହା ପରିବର୍ଦ୍ଧିତ କମିଟି,…

ସୁଶାନ୍ତଙ୍କ ଦିଲ ବେଚାରା ୟୁଟ୍ୟୁବରେ ଚହଳ ପକାଉଛି

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ପରଲୋକରେ ଥିଲେ ମଧ୍ୟ ତାଙ୍କ ପ୍ରଶଂସକ ଏବେ ମଧ୍ୟ ତାଙ୍କୁ ମନେ ରଖିଛନ୍ତି । ଦିଲ ବେଚାରା ଟ୍ରେଲରରୁ ଏହା ସ୍ପଷ୍ଟ ପ୍ରମାଣିତ । ମାତ୍ର ୨୪ ଘଂଟା ମଧ୍ୟରେ ଏହା ୟୁଟ୍ୟୁବରେ ରେକର୍ଡ ସଂଖ୍ୟକ ଦର୍ଶକ ଜୁଟାଇଛି କହିଲେ ଭୁଲ ହେବନି । ସୋମବାର ଅପରାହ୍ନ…

ତିନୋଟି ସ୍ପେଶାଲ ଟ୍ରେନ୍ ଚଳାଚଳ ବାତିଲ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ବଢ଼ି ଚାଲିଛି କରୋନା । ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ଏହାକୁ ନଜରରେ ରଖି ପୂର୍ବତଟ ରେଲୱେ ତିନୋଟି ସ୍ପେଶାଲ ଟ୍ରେନ୍ ଚଳାଚଳ ବାତିଲ କରିଛି । ରାଜ୍ୟ ରାଜ୍ୟ ଭିତରେ ଚାଲୁଥିବା ତିନୋଟି ସ୍ୱତନ୍ତ୍ର ଟ୍ରେନ୍ ସମ୍ବଲପୁର-ଖୋର୍ଦ୍ଧା ରୋଡ୍‌-ସମ୍ବଲପୁର…

ଭୁବନେଶ୍ୱରରୁ ପୁଣି ବାହାରିଲେ ୨୯ ପଜିଟିଭ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରୁର ପୁଣି ୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ଅନ୍ୟ ୧୪ ଜଣ ସ୍ଥାନୀୟ ଅଂଚଳର ଥିବା ଜଣାପଡିଛି । ସେହିପରି ଜଣେ କୋଭିଡ ଯୋଦ୍ଧା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏଥିସହ ରାଜଧାନୀରୁ ୩ ଜଣ…

ଦରିଆପାରିରେ ରଥଯାତ୍ରା, କରୋନା କଟକଣା ଭିତରେ ସମ୍ପନ୍ନ

ଆମେରିକାର କାଲିଫର୍ଣ୍ଣିଆରେ ଅନୁଷ୍ଠିତ ହୋଇଯାଇଛି ଶ୍ରୀଜିଙ୍କ ଘୋଷଯାତ୍ରା । ଫ୍ରେମଣ୍ଟ ହିନ୍ଦୁ ମନ୍ଦିରରେ କରୋନା କଟକଣା ଭିତରେ ନିରାଡମ୍ବର ଭାବରେ ମହାପ୍ରଭୁଙ୍ଗ ରଥଯାତ୍ରା ଆୟୋଜିତ ହୋଇଥିଲା । ଜୁନ୍ ୨୭ ତାରିଖରେ ରଥଯାତ୍ରା ଓ ଜୁଲାଇ ୪ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଥିଲା ।…

ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ କରାଯିବ । ଏହି ପ୍ଲାନରେ ମୋବାଇଲ ଭ୍ୟାନ ଯୋଗେ ବରିଷ୍ଠ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଦିଆଯିବ । ଏହାସହ ଅନ୍ୟ ୫ ପ୍ରକାରରେ ସେବା ଯୋଗାଇବା ପାଇଁ ଯୋଜନା ରଖାଯାଇଛି । ଏଥିପାଇଁ ୯କୋଟିରୁ ଉଦ୍ଧ୍ୱର୍ ଟଙ୍କାର…

ଲକଡ଼ାଉନ୍ ସମୟରେ ପୂର୍ବତଟ ରେଳବାଇ ପକ୍ଷରୁ ରେଳପଥର ରକ୍ଷଣାବେକ୍ଷଣା କାର୍ଯ୍ୟ ସମ୍ପାଦିତ

ଭୁବନେଶ୍ୱର: ଲକଡ଼ାଉନ୍ ସମୟରେ ଅଟକି ରହିଯାଇଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପହଞ୍ଚାଇବା ନିମନ୍ତେ ଶ୍ରମିକ ସ୍ପେଶାଲ ଟ୍ରେନ୍ ଓ ଅନ୍ୟାନ୍ୟ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ବ୍ୟତୀତ ନିୟମିତ ଯାତ୍ରୀ ଟ୍ରେନ୍ ଗୁଡ଼ିକର ଚଳାଚଳକୁ ବନ୍ଦ ରଖାଯାଇଥିଲା । ଏହି ଲକଡ଼ାଉନ୍ ସମୟରେ ରେଳପଥ…

ସିଲ୍ ହେଲା ଟେକ୍ ମହିନ୍ଦ୍ରା

ଭୁବନେଶ୍ୱର: ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରାକୁ ସିଲ୍ କଲା ବିଏମସି । ବିଗତ ୩ ଦିନ ମଧ୍ୟରେ ଲଗାତାର ୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ଟେକ୍ ମହିନ୍ଦ୍ରାକୁ ସିଲ୍ କରିଛନ୍ତି ବିଏମସି କର୍ତ୍ତୃପକ୍ଷ । ଆଜି ଠାରୁ ପୂରା ବିଲଡିଂକୁ ସିଲ୍ କରାଯିବା ସହ ୨୦ ତାରିଖ ପର‌୍ୟ୍ୟନ୍ତ ୬୭ ଜଣ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୩ ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ,…