Latest Odisha News

BREAKING NEWS

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସାଧାରଣ ପ୍ରବେଶିକା ପରୀକ୍ଷା ଉତ୍ତର ପ୍ରକାଶିତ; ସବିଶେଷ ବିବରଣୀ ଏଠାରେ ପଢ଼ନ୍ତୁ

ଜୟପୁର: ସେପ୍ଟେମ୍ବର ୨୧ରେ ରାଜସ୍ଥାନର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ CUCET (କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସାଧାରଣ ପ୍ରବେଶିକା ପରୀକ୍ଷା) ଉତ୍ତର ପ୍ରକାଶ କରିଛି। ପରୀକ୍ଷା ପାଇଁ ଆସିଥିବା ଛାତ୍ରମାନେ CUCET ଅଫିସିଆଲ୍ ସାଇଟ୍ cucetexam.in ପରିଦର୍ଶନ କରି ସେମାନଙ୍କର ଉତ୍ତର ଯାଞ୍ଚ…

IIM CAT ୨୦୨୦ ଅନଲାଇନ୍ ପଞ୍ଜୀକରଣର ଆଜି ଶେଷ ଦିନ

ନୂଆଦିଲ୍ଲୀ: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ (ଆଇଆଇଏମ୍) ପାଇଁ ସାଧାରଣ ଆଡମିଶନ ଟେଷ୍ଟ (କ୍ୟାଟ୍) ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜୀକରଣ ପ୍ରକ୍ରିୟା, ଆଜି ଅପରାହ୍ନ ୫ଟା ରେ ବନ୍ଦ ହେବ । ସ୍ନାତକୋତ୍ତର ଏବଂ ଯୋଗ୍ୟ ପ୍ରାର୍ଥୀ, ଯେଉଁମାନେ ସ୍ନାତକୋତ୍ତର (ପିଜି)…

ବାହାଘରର ୧୨ ଦିନ ପରେ ବିଚ୍ଛେଦ, ପୁନମ ପାଣ୍ଡେଙ୍କ ସ୍ୱାମୀକୁ ବାନ୍ଧିଲା ପୋଲିସ

ମୁମ୍ବାଇ: ସବୁ ବେଳ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ପୁନମ ପାଣ୍ଡେକୁ ନେଇ ଏବେ ପୁଣି ଥରେ ଚର୍ଚ୍ଚା ଜୋର୍ ଧରିଛି । ବାହାଘରର ୧୨ ଦିନ ପରେ ହୋଇଛି ତାଙ୍କ ବିଚ୍ଛେଦ । ନିଜ ସ୍ୱାମୀଙ୍କ ନାଁରେ ସେ ଆଣିଛନ୍ତି ନିର୍ଯାତନା ଭଳି ସଙ୍ଗୀନ ଅଭିଯୋଗ । ଏହାପରେ ହନିମୁନ ଲୋକେସନରୁ ହିଁ ତାଙ୍କ…

କିନ୍ନରଙ୍କୁ ଖରାପ ବ୍ୟବହାର ଦେଖାଇ ବନ୍ଧା ହେଲେ ଟ୍ରାଫିକ ପୋଲିସ

କୋଲକାତା: ରକ୍ଷକ ଯଦି ଭକ୍ଷକ ସାଜେ ତେବେ ସୁରକ୍ଷା ଦେବ କିଏ? ଜଣେ କିନ୍ନର କର୍ମକର୍ତ୍ତା ଓ ଦୁଇ ମହିଳାଙ୍କୁ ହଇରାଣ କରିବା ଅଭିଯୋଗରେ ମଙ୍ଗଳବାର ଜଣେ କୋଲକାତା ଟ୍ରାଫିକ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଏହି ତିନିଜଣ ଅଭିଯୋଗ କରିବା ପରେ ଅଭିଯୁକ୍ତ ଟ୍ରାଫିକ ପୋଲିସ…

ନବୀନ: ଜଣେ ହାରି ନ ଥିବା ଚାଷୀର ନାଁ

ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ…

ଧୋନୀଙ୍କ ଶେଷ ଓଭରର ଛକା ଦଳ ପାଇଁ ଅଦରକାରୀ ଥିଲା: ଗମ୍ଭୀର

ନୂଆଦିଲ୍ଲୀ: ଚଳିତ ବର୍ଷ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗକୁ ଆଗରେ ରହି ବାଟ କଢେଇବାକୁ ଅନୁରୋଧ କରିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ଗୌତମ ଗମ୍ଭୀର । ମଙ୍ଗଳବାର ଦିନ ରାଜସ୍ଥାନ ରୟାଲ୍ସ (ଆରଆର) ବିପକ୍ଷରେ CSK ର ଦ୍ୱିତୀୟ ମ୍ୟାଚରେ ଧୋନି ସାତ ନମ୍ବରରେ ବ୍ୟାଟିଂ କରିବାକୁ…

“ଅନୁରାଗ ଦୋଷୀ ସାବ୍ୟସ୍ତ ହେଲେ ପ୍ରଥମେ ମୁଁ ତାଙ୍କ ସହ ସମ୍ପର୍କ ଭାଙ୍ଗିବି”: ତାପସୀ

ମୁମ୍ବାଇ: ଅଭିନେତ୍ରୀ ପାୟଲ ଘୋଷ ଅନୁରାଗଙ୍କ ବିପକ୍ଷରେ ଆଣିଛନ୍ତି ଯୌନ ନିର୍ଯାତନା ଅଭିଯୋଗ । ତେବେ ଏଭଳି ସମୟରେ ଅନୁରାଗଙ୍କ ସପକ୍ଷରେ ଛିଡା ହୋଇଛନ୍ତି ଅଭିନେତ୍ରୀ ତାପସୀ ପନ୍ନୁ। ସେ କହିଛନ୍ତି ଯେ ଯଦି ଅନୁରାଗ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ଅନୁରାଗଙ୍କ ସହ ସମ୍ପର୍କ ଭାଙ୍ଗିଥିବା…

ଗୁପଚୁପ୍ ଖାଉ ଖାଉ ଚାଲିଗଲା ମହିଳାଙ୍କ ପ୍ରାଣ

ସୁନ୍ଦରଗଡ: ଏମିତିବି ଆସେ ମୃତ୍ୟୁ । ଗୁପଚୁପ ଖାଉ ଖାଉ ଚାଲିଗଲା ମହିଳାଙ୍କ ପ୍ରାଣ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଦା ଥାନା ଅଞ୍ଚଳରେ । ଗୁପଚୁପ ଖାଇବାର ଭାରି ମୂଲ୍ୟ ଦେବାକୁ ପଡିଛି ମହିଳାଙ୍କୁ । ମୃତ ମହିଳାଙ୍କ ନାମ ହେଉଛି ନାମ ଫୁଲମତି କିଷାନ (୩୦)। ଖବର…

ଦଳ ଛାଡିବାର ପ୍ରଶ୍ନ ଉଠୁନି: ରବିନ୍ଦ୍ର ଜେନା

ବାଲେଶ୍ୱର: ସବୁ କଳ୍ପନା ଜଳ୍ପନାର ଅବସାନ ଘଟାଇଛନ୍ତି ବାଲେଶ୍ୱର ଜିଲ୍ଲା ବିଜେଡି ସଭାପତି ରବୀନ୍ଦ୍ର ଜେନା । କହିଛନ୍ତି ନିଜ ପାଇଁ ଆଉ ମାଗିବେନି ଭୋଟ୍ । ଏପରିକି ଗତ ଜାନୁଆରୀ ମାସରୁ ସେ ଏନେଇ ଘୋଷଣା କରିସାରିଥିବା ସୂଚନା ଦେଇଛନ୍ତି । ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ସେ ପ୍ରବଳ…

ରିୟାଙ୍କୁ ମିଳିଲାନି ବେଲ, ବାଧକ ସାଜିଲା ବର୍ଷା

ମୁମ୍ବାଇ: ବଢ଼ିଲା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଚିନ୍ତା । ଆଜି ମିଳିବନି ରିୟାଙ୍କୁ ବେଲ୍ । ବାଧକ ସାଜିଲା ବର୍ଷା । ଲିଉଡ ଡ୍ରଗ୍ସ ଲିଙ୍କରେ ଗିରଫ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀଙ୍କ ଆଜି ଜାମିନ ଶୁଣାଣି ବମ୍ବେ ହାଇକୋର୍ଟରେ ଥିଲା । ତେବେ…