Operation Chakra: ଅପରେସନ ଚକ୍ରକୁ ସଫଳତା: ୩ ମାସରେ ୧୪୨ ନାବାଳିକା ଏବଂ ଯୁବତୀ ଉଦ୍ଧାର
ପୁରୀ: ପୁରୀ ପୁଲିସ ଦ୍ୱାରା ଚାଲିଥିବା ଅପରେସନ “ଚକ୍ର” ଅଭିଯାନକୁ ସଫଳତା । ପୁରୀ ଏସପି ପ୍ରତୀକ ସିଂ ଜିଲ୍ଲାରେ ଆରମ୍ଭ କରିଥିବା ଏହି ଅଭିଯାନ ମାଧ୍ୟମରେ ୩ ମାସରେ ୧୪୨ ନାବାଳିକା ଏବଂ ଯୁବତୀ ଉଦ୍ଧାର ହୋଇଛନ୍ତି । ଉଦ୍ଧାରଙ୍କ ମଧ୍ୟରେ ୬୨ ଜଣ ନାବାଳିକା ଥିବା ବେଳେ ୮୦ ଜଣ ଯୁବତୀ ରହିଥିବା…