ଶ୍ରୀମନ୍ଦିର ସିଂହଦ୍ୱାରରେ କେଉଁ ବିଶେଷ କାରଣରୁ ଅଛନ୍ତି ପତିତପାବନ; ଜାଣନ୍ତୁ…
ପୁରୀ: ପତିତମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଭୁ ପତିତପାବନ ନାମରେ ନାମିତ । ଶ୍ରୀକ୍ଷେତ୍ର ପାବନ ପୀଠରେ ଦାରୁବ୍ରହ୍ମଙ୍କୁ ଦର୍ଶନ କରି ଭକ୍ତ ଯେତିକି ପୁଣ୍ୟ ଅର୍ଜନ କରିଥାଏ ଶ୍ରୀମନ୍ଦିର ପ୍ରବେଶ ଦ୍ୱାର ଗୁମୁଟରେ ପ୍ରତିଷ୍ଠିତ ପତିତପାବନଙ୍କୁ ଦର୍ଶନ କରି ଅକ୍ଷୟ ପୂଣ୍ୟର ଅଧିକାରୀ ହୁଏ ।…