ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଆଖଣ୍ଡଳମଣିଙ୍କ ପୀଠରେ ୧୪୪ ଧାରା ଜାରିଏ
ଭୁବନେଶ୍ୱର: ଆଜି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ପରମ୍ପରା ଅନୁଯାୟୀ ଆଜିଠାରୁ ମହାଦେବଙ୍କୁ କରାଯାଏ ଜଳାଭିଷେକ । ମାତ୍ର ଚଳିତ ଥର କରୋନା ଯୋଗୁଁ ଫିକା ପଡିଛି ସବୁକୁଛି । ଭଦ୍ରକର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜାରି ହୋଇଛି ୧୪୪…