Latest Odisha News

BREAKING NEWS

୫-ଟି ଅଧୀନରେ ପରିଚାଳିତ ହେବ ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ରାଜ୍ୟ ସରକାର ଉଚ୍ଚଶିକ୍ଷା ବିଭାଗକୁ ୫ଟି କାର୍ଯ୍ୟକାରିତା ଅଧିନକୁ ଆଣିବା ନିମନ୍ତେ ଗୁରୁବାର ଦିନ ପଦକ୍ଷେପ ନେଇଛନ୍ତି । ଏନେଇ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇ କହିଛନ୍ତି ଯେ, ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ୧୭ ସୂତ୍ରୀ ଆକ୍ସନ ପ୍ଲାନ…

ଝାଡ଼ଖଣ୍ଡ ନିର୍ବାଚନ: ଦିନ ୧ଟା ସୁଦ୍ଧା ୪୫.୧୪ % ମତଦାନ

ରାଞ୍ଚି: ଝାଡ଼ଖଣ୍ଡ ବିଧାନସଭାେ ଲାଗି ଗୁରୁବାର ଦିନ ଅନୁଷ୍ଠିତ ହେଉଛି ୩ୟ ପର୍ଯ୍ୟାୟ ଭୋଟଗ୍ରହଣ । ଆଜି ୧୭ଟି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ସକାଳ ୭ଟାରୁ ଭୋଟଗ୍ରହଣ ଚାଲୁ ରହିଛି । ଦିନ ଗୋଟାଏ ସୁଦ୍ଧା ୪୫ ପ୍ରତିଶତ ମଦଦାନ ହୋଇଥିବା ସୂଚନା ମିଳିଛି । 45.14% voter…

ଆସନ୍ତାକାଲି ଭୁବନେଶ୍ୱର, କଟକ ଓ ପୁରୀର ଏହିସବୁ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତା ଡିସେମ୍ବର ୧୩ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତିଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା ଜଣାପଡିଛି ।…

ଫାଶୀଦଣ୍ଡ ଲାଗି ଚାଲିଛି ଜହ୍ଲାଦ ଖୋଜା; ଖୁବଶିଘ୍ର ଝୁଲିବେ ନିର୍ଭୟାକାଣ୍ଡର ଦୋଷୀ !

ନୂଆଦିଲ୍ଲୀ: ଲୋମହର୍ଷକ ତଥା ବହୁ ଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀଙ୍କୁ ଖୁବଶିଘ୍ର ଫାଶି ହେବାନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଆସନ୍ତା ଡ଼ିସେମ୍ବର ୧୬ ତାରିଖରେ ଏହି ଦୋଷୀମାନଙ୍କୁ ଫାଶିଖୁଣ୍ଟରେ ଝୁଲାଇ ଦିଆଯିବ ବୋଲି ସୋସିଆଲ୍ ମିଡ଼ିଆରେ ଗୁଜବ ପ୍ରସାରିତ ହେବାରେ…

ମୋବାଇଲ୍ ଧରିଲେ ମିଳିବ ଦଣ୍ଡ; ମାଲକାନଗିରିରେ ମାଓବାଦୀଙ୍କ ଚେତାବନୀ

ମାଲକାନଗିରି: ମାଲକାନଗିରିରେ ମୋବାଇଲ୍ ଫୋନ୍ ବ୍ୟବହାର କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ମାଓବାଦୀମାନେ । ଏପରିକି ଗ୍ରାମବାସୀମାନେ ମୋବାଇଲ୍ ଫୋନ୍ ବ୍ୟବହାର କଲେ ମୃତ୍ୟୁଦଣ୍ଡ ମିଳିବ ବୋଲି ଚେତାବନୀ ଦିଆଯାଇଛି । ଯାହାଫଳରେ ଅଣ୍ଡ୍ରାପଲ୍ଲୀ ପଞ୍ଚାୟତର କଟରା ଓ ଅରାପଦାର…

ଝାଡ଼ଖଣ୍ଡ ନିର୍ବାଚନ: ଆଜି କେଉଁ ୧୭ଟି ଆସନରେ ହେଉଛି ନିର୍ବାଚନ, ଜାଣନ୍ତୁ…

ଋାଞ୍ଚି: ଆଜି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୭ଟି ଆସନରେ ଅନୁଷ୍ଠିତ ହେଉଛି ମତଦାନ । ଝାଡ଼ଖଣ୍ଡର ୮ଟି ଜିଲ୍ଲାରେ ଥିବା ୧୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଲାଗି ସମୁଦାୟ ୩୦୯ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । पश्चिमी सिंहभूम: जिले के ईचागढ़…

ନାଗରିକତା ସଂଶୋଧନ ବିଲ୍: ଉତ୍ତର-ପୂର୍ବାଞ୍ଚଳରେ ଉତ୍ତେଜନା, ଲାଗୁ ହେଲା କର୍ଫ୍ୟୁ

ଗୌହାଟୀ: ଅନେକ ତର୍କବିତର୍କ ପରେ ନାଗରିକତା ସଂଶୋଧନ ବିଲ୍ ରାଜ୍ୟସଭାରେ ଗୃହିତ ହୋଇଥିବାବେଳେ ଏହାକୁ ବିରୋଧ କରି ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଗୁଡିକରେ ତୀବ୍ର ଉତ୍ତେଜନା ଦେଖାଦେଇଛି । ଯାହାର ପ୍ରଭାବ ଆସାମର ବିଭିନ୍ନ ସ୍ଥାନରେ ପଡିଛି । ବିକ୍ଷୋଭକାରୀମାନେ ଆସାମ ମୁଖ୍ୟମନ୍ତ୍ରୀ…

୪୦୦ରୁ ଅଧିକ ଛକା ମାରି ରେକର୍ଡ଼ କଲେ ରୋହିତ ଶର୍ମା !

ମୁମ୍ବାଇ: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ରୋହିତ ଶର୍ମା ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ପ୍ରଥମ ଭାରତୀୟ ଖେଳାଳି ଭାବେ ୪୦୦ରୁ ଅଧିକ ଛକା (୩୫୪ ମ୍ୟାଚରେ) ମାରିଛନ୍ତି । ଭାରତ ଇନିଂସର ତୃତୀୟ ଓଭରରେ ସେ ଶେଲ୍ଡନ କାଟରେଲଙ୍କୁ ଛକା ମାରି ଏହି କୀର୍ତିମାନ…

ଅଯୋଧ୍ୟା ମାମଲା: ଆଗତ ରିଭ୍ୟୁ ପିଟିସନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ରାୟ ବିରୋଧରେ ଦାଏର କରାଯାଇଥିବା ରିଭ୍ୟୁ ପିଟିସନ ଉପରେ ଗୁରୁବାର ଦିନ ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ ଏସଏ ବୋବଡେଙ୍କ…

ଝାଡଖଣ୍ଡ ନିର୍ବାଚନ: କଡା ସୁରକ୍ଷା ମଧ୍ୟରେ ୧୭ ଆସନ ଲାଗି ମତଦାନ ଜାରି

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ୩ୟ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଏହି ୩ୟ ପର୍ଯ୍ୟାୟରେ ୧୭ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଡ଼ା ସୁରକ୍ଷା ବଳୟରେ ମତଦାନ ଜାରି ରହିଛି । ଆଜି ଯେଉଁସବୁ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟଗ୍ରହଣ ଅନୁଷ୍ଠିତ ହେଉଛି ସେଥି…