ଝାଡ଼ଖଣ୍ଡରେ କଂଗ୍ରେସ କ୍ଷମତାକୁ ଆସିଲେ ଫେରାଇ ଦିଆଯିବ ଲୋକଙ୍କ ଜଳ, ଜଙ୍ଗଲ ଓ ଜମି: ରାହୁଲ ଗାନ୍ଧୀ
ଋାଞ୍ଚି: ଝାଡ଼ଖଣ୍ଡ ବିଧାନସଭା ଲାଗି ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଛି । ଇତିମଧ୍ୟରେ ୨ଟି ପର୍ଯ୍ୟାୟ ମତଦାନ ସମାପ୍ତ ହୋଇସାରିଥିବା ବେଳେ ଆସନ୍ତା ୧୨ ତାରିଖ ଗୁରୁବାର ଦିନ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ନିର୍ବାଚନ । ଏହି ନିର୍ବାଚନରେ ଶାସକ ବିଜେପି ସମେତ ଝାଡ଼ଖଣ୍ଡ ମୁକ୍ତି…