୨୪ ଘଣ୍ଟାରେ ଭୁବନେଶ୍ୱରରେ ୩୦୬ ପଜିଟିଭ; ୫୦୬ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୦୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…
BREAKING NEWS