ଓଡିଶାର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡିଶାର ନୂଆପଡା, ବରଗଡ, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ା ଭଳି ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି …