ଆଜି ରାତିରେ ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୧୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, ଗଞ୍ଜାମ,ଝାରସୁଗୁଡା, ନୂଆପଡା, ଗଜପତି,…