Latest Odisha News

BREAKING NEWS

ଭୁବନେଶ୍ୱରରୁ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଗଜପତି,ରାୟଗଡା, ଓ ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ,…

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୧୮୯୪.୫୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଇଣ୍ଟେଲ୍ କ୍ୟାପିଟାଲ୍‌

ଭୁବନେଶ୍ୱର: ଇଣ୍ଟେଲ୍ କର୍ପୋରେସନର ନିବେଶ ସଂସ୍ଥା ଇଣ୍ଟେଲ୍ କ୍ୟାପିଟାଲ୍ ପକ୍ଷରୁ ଜିଓ ପ୍ଲାଟଫର୍ମସ୍‌ରେ ୧୮୯୪.୫୦ କୋଟି ଟଙ୍କା ପୁଞ୍ଜିନିବେଶ କରାଯିବ। ଏନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ…

ଚୀନ ଉପରେ ନାଁ ନନେଇ ବର୍ଷିଲେ ମୋଦି

ଲେହରେ ଯବାନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସେମାନଙ୍କ ମନୋବଳ ବଢାଇଛନ୍ତି । ତାସହ ନାଁ ନେଇ ପରୋକ୍ଷରେ ଚୀନ ଉପରେ ନିର୍ଧୁମ ବର୍ଷିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ବିସ୍ତାରବାଦ ଯୁଗର ଅନ୍ତ ହୋଇ ସାରିଛି । ଏବେ ବିକାଶବାଦର ଜମାନା । ବର୍ତ୍ତମାନ ବଦଳୁଥିବା ପରିସ୍ଥିତିରେ ବିକାଶବାଦ…

କଟକରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ: କଟକରେ ନୂଆ ୮୧ଟି କରୋନା ଆକ୍ରାନ୍ତ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ଜିଲ୍ଲାରେ ମୋଟ ସଂଖ୍ୟା ୭୦୨ରେ ପହଞ୍ଚିଛି। କଟକ ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରୁ ୫୫, ଆଠଗଡରୁ ୧୩, ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ୪,…

ମଧୁବାବୁ ପେନସନ ଯୋଜନାରେ କିନ୍ନର ପାଇବେ ଭତ୍ତା

ଭୁବନେଶ୍ୱର: କିନ୍ନର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। କିନ୍ନର ମାନଙ୍କୁ ମଧୁବାବୁ ପେନସେନ୍ ଯୋଜନାରେ ସାମିଲ୍ କରାଯିବ । ଭତ୍ତା ପାଇଁ ସେମାନେ ପେନସନ୍ ପୋର୍ଟାଲ କିମ୍ବା ଫର୍ମରେ ଆବେଦନ କରିପାରିବେ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଥିବା…

ଗଲୱାନ ଘାଟି ଆମର: ପ୍ରଧାନମନ୍ତ୍ରୀ

ଲେହରୁ ଚୀନକୁ ତେତେଇ ଦେଲେ ପ୍ରଧାନମନ୍ତ୍ରୀ । ଗଲୱାନ ଘାଟି ଭାରତର । ପୂରା ଲଦାଖ ଆମର ମାନ ଓ ସମ୍ମାନର ପ୍ରତୀକ । ଆଜି ଲେହ ଗସ୍ତରେ ଯାଇ ଯବାନଙ୍କୁ ସମ୍ବୋଧିତ କରି ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତୀୟ ଯବାନଙ୍କ ଇଚ୍ଚାଶକ୍ତି ପାହାଡ ଭଳି…

ବିବାହରେ ଯୋଗ ଦେଇ ୧୧୩ କରୋନା ପଜିଟିଭ; ବର ପିତାଙ୍କ ବିରୋଧରେ ଏଫଆଇଆର ଦାଖଲ

ପାଟନା: କୋଭିଡ-୧୯ ଲକଡାଉନ୍ ନିୟମ ଉଲ୍ଲଂଘନ କରିବା ଯୋଗୁଁ ପାଟନା ଜିଲ୍ଲା ପ୍ରଶାସନ ପକ୍ଷରୁ ମୃତ ବର ଅନିଲ କୁମାରଙ୍କ ପିତା ଅମ୍ବିକ ଚୌଧୁରୀଙ୍କ ବିରୋଧରେ ଏଫଆଇଆର୍ ଦାଖଲ କରାଯାଇଛି । ପାଟଣାର ଦେହପାଲି ଗ୍ରାମରେ ଅନୁଷ୍ଠିତ ହୋଇଥିବା ବିବାହ ରିସେପ୍ସନ ପାର୍ଟିରେ ଯୋଗ ଦେଇଥିବା ୧୦୦ରୁ…

ରାଉରକେଲାର ସେକ୍ଟର-୧୬ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ରାଉରକେଲା: ରାଉରକେଲାର ସେକ୍ଟର-୧୬ ଅଞ୍ଚଳରେ କରୋନା ପଜିଟିଭ ମାମଲା ଚିହ୍ନଟ ହେବା ପରେ ରାଉରକେଲା ମହାନଗର ନିଗମ (ଆରଏମସି) ପକ୍ଷରୁ ଉକ୍ତ ଅଞ୍ଚଳର କିଛି ଅଂଶକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ସେକ୍ଟର -୧୬ର ନିମ୍ନଲିଖିତ ଅଞ୍ଚଳଗୁଡିକ କଣ୍ଟେନମେଣ୍ଟ ଜୋନ୍ ଘୋଷିତ- -…

୪୯ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ସର୍ବାଧିକ ୨୮୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୯ ଜଣ…