Latest Odisha News

BREAKING NEWS

ଓଡ଼ିଶାରେ ୩୧ ଦିନରେ ୫୭୧୮ ନୂଆ କରୋନା କେସ୍, ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସଂକ୍ରମଣ ସବୁ ରେକର୍ଡକୁ ପାର କରିଛି । ଗତ ମାର୍ଚ୍ଚ ମାସରେ ପ୍ରଥମ ପଜିଟିଭ୍ କେସ୍ ବାହାରିଥିଲା । ମାର୍ଚ୍ଚରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ମାତ୍ର ୪ । ଏହି ପାଞ୍ଚ ମାସ ଭିତରେ ସଂଖ୍ୟା ୮ ହଜାର ୧୦୬…

କଳାହାଣ୍ଡିରେ ୫ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୭୬

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଚାରିଜଣ ମହିଳାଙ୍କ ସମେତ ପାଞ୍ଚ ଜଣ ବ୍ୟକ୍ତି ଶୁକ୍ରବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଗତ ଜୁନ୍ ୨୭ରେ ଜଣେ ୫୮ ବର୍ଷ ବୟସ୍କ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବା ପାଖାପାଖି ୧୭୪ ବ୍ୟକ୍ତିଙ୍କର…

ମେଡିକାଲରେ ପୁଣି ଭର୍ତ୍ତି ହେଲେ ବିଜୟ ମହାନ୍ତି

ଭୁବନେଶ୍ୱର: ଭେଟେରାନ ଓଲିଉଡ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଯୋଗୁଁ ତାଙ୍କୁ ପୁଣି କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ ଦୁଇ ଦିନ ତଳେ ସେ ମେଡିକାଲରୁ ଡିସଚାର୍ଜ ହୋଇଥିଲେ । ସୂଚନାନୁଯାୟୀ ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା…

ଏମିତି ଏକ ଗାଁ ଯେଉଁଠି ଗ୍ରାମବାସୀଙ୍କ ଛାତ୍ରଛାୟାରେ ଅଛନ୍ତି ହଜାର ହଜାର ବାଦୁଡି  

ଯାଜପୁର: କିଚିରି ମିଚିରି ଶଦ୍ଦରେ ଫାଟି ପଡୁଛି ପରିବେଶ । ଗଛ ଡାଳରେ ମୁଣ୍ଡ ତଳକୁ ଗୋଡ ଉପରକୁ କରି ଝୁଲି ରହିଛନ୍ତି ବିରଳ ପ୍ରାଣୀ ବାଦୁଡି । ଗ୍ରାମବାସୀ ଦେଉଛନ୍ତି ଏମାନଙ୍କୁ ସୁରକ୍ଷା । ଏଭଳିି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ଗାଁରେ ।…

ବାଜିରେ ଲାଗିଛି ସାଧାରଣ ଲୋକଙ୍କ ଜୀବନ: ଡେଥ୍ ପଏଂଟ ପାଲଟିଛି ବିଦ୍ୟୁତ୍ ଟ୍ରାନ୍ସଫରମର୍

ଯାଜପୁର: ବାଜିରେ ଲାଗିଛି ସାଧାରଣ ଲୋକଙ୍କ ଜୀବନ । ପ୍ରତି ମୁହୁର୍ତରେ ମୃତ୍ୟୁ ସହ ଆମ୍ନାସାମ୍ନା ହେଉଛନ୍ତି ସହରବାସୀ । ଯାଜପୁର ଜିଲ୍ଲା ବ୍ୟାସନଗର ସହରରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ଶହ ଶହ ବିଦ୍ୟୁତ୍ ଟ୍ରାନ୍ସଫରମର୍ । ସହରରେ ଥିବା ପାଖାପାଖି ୯୯ ପ୍ରତିଶତ ବିଦ୍ୟୁତ୍ ଟ୍ରନ୍ସଫରମର୍ ରେ…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି…

୧୩ ବର୍ଷ ବୟସରେ ବାହା ହୋଇଥିଲେ ସରୋଜ ଖାନ, ଜାଣନ୍ତୁ କେମିତି ନିର୍ମଳାରୁ ହେଲେ ସରୋଜ ଖାନ

ମୁମ୍ବାଇ : ବଲିଉଡର ମାଷ୍ଟର ଜୀ । ସମସ୍ତଙ୍କ ପ୍ରିୟ କୋରିଓଗ୍ରାଫର । ତାଙ୍କ ଡ୍ୟାନ୍ସ ଷ୍ଟେପରେ ନାଚିବାକୁ ପସନ୍ଦ କରୁଥିଲେ ଅନେକ ସେଲିବ୍ରିଟି । ଶ୍ରୀଦେବୀଙ୍କ ପପୁଲାର ଗୀତ ହାୱା ହାୱାଇ ହଉ କି ମାଧୁରୀଙ୍କ ଧକ୍ ଧକ୍ କରେନା ଲଗା ସବୁଠି ଥିଲା ସରୋଜଙ୍କ ଯାଦୁ । ଆଜି ତାଙ୍କ ପରଲୋକରେ ତାଙ୍କୁ…

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୫୬୧ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧ୍ଚଳ ୫୬୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୧୦୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ମହାବାହୁଙ୍କୁ ଚିଠି…

ମହାବାହୁଙ୍କୁ ଚିଠି ଶ୍ୱେତା ରାଉତ ହେ'ମହାବାହୁ, ତୁମେ କେବେ ପଚାରିନ ସେ କେମିତିଅଛି କେଉଁ ପ୍ରାବଲ୍ୟତାକୁ ନେଇ ବଞ୍ଚିଛି କେବେ ଦେଖିନାହଁ ଜୀବନର ବାସ୍ତବ ସ୍ୱରୂପ ଖୋଜି ଖୋଜି ସେ କେମିତି ବନ୍ଦୀ ହୋଇଯାଇଛି ତମସାଚ୍ଛନ ମାୟା ସଂସାରରେ ! ପାରିବ ଯଦି ତୁମ ଦେବତ୍ବର ଦିବ୍ୟ  ଦୃଷ୍ଟି…

LAC ଟେନସନ୍ ଭିତରେ ଲେହରେ ଅଚାନକ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଏଲଏସିରେ ଭାରତ-ଚୀନ ମଧ୍ୟରେ ଅଶାନ୍ତି ଲାଗି ରହିଥିବା ବେଳେ ଅଚାନକ ଜମ୍ମୁ କଶ୍ମୀରର ଲେହରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳୁ ସକାଳୁ ନିମୁର ଫରଓ୍ୱାଡ ପୋଷ୍ଟରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ସେଠାରେ ସେନାର ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା…