ଚାଇନିଜ ବ୍ରାଣ୍ଡ ଗୁଡିକୁ ପ୍ରୋତ୍ସାହିତ ନକରିବାକୁ ବଲିଉଡର ସିନେ କଳାକାରଙ୍କୁ ନିବେଦନ
ମୁମ୍ବାଇ: ଭାରତ ସରକାର ଦେଶରେ ଚାଇନିଜ୍ ଆପ୍ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବା ପରେ ଫେଡେରେସନ୍ ଅଫ୍ ୱେଷ୍ଟର୍ଣ୍ଣ ଇଣ୍ଡିଆ ସିନେ କର୍ମଚାରୀ (FWICE) ଚାଇନାର କୌଣସି ଉତ୍ପାଦକୁ ପ୍ରୋତ୍ସାହିତ ନକରିବାକୁ କଳାକାରମାନଙ୍କୁ ଅନୁରୋଧ କରିଛନ୍ତି।
“ଭାରତ ଓ ଚାଇନା ମଧ୍ୟରେ ଚାଲିଥିବା…