Latest Odisha News

BREAKING NEWS

ସମ୍ ହସପିଟାଲରେ ହେବ କୋଭିଡ-୧୯ ଭ୍ୟାକସିନ୍‌ର ପରୀକ୍ଷଣ

ଭୁବନେଶ୍ୱର: ଭାରତରେ ପ୍ରଥମ କୋଭିଡ଼-୧୯ ଭ୍ୟାକସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଓଡ଼ିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍‌କୁ ଇଣ୍ଡିଆନ କାଉନସିଲ ଫର ମେଡିକାଲ…

ସୁନାବେଶରେ ଝଟକିଲେ ତିନିଠାକୁର

ପୁରୀ: ଆଜି ମହାପ୍ରଭଙ୍କର ପବିତ୍ର ସୁନାବେଶ । ରଥାରୂଢ ଶ୍ରୀଜୀଉମାନଙ୍କ ଏହି ସୁନାବେଶ ବା ବଡ଼ ତଡ଼ାଉ ବେଶ ପ୍ରତିବର୍ଷ ଆଜିର ଦିବସରେ ଅନୁଷ୍ଠିତ ହେବାର ବିଧିରହିଛି । ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଥରେ ସୁନାବେଶରେ ସଜ୍ଜିତ ହୋଇଛନ୍ତି ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ…

ହସ୍ପିଟାଲରେ ସ୍ୱାମୀର ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା

ଜଗତସିଂହପୁର: ସ୍ୱାମୀର ମୃତ୍ୟୁ ପରେ ଜୀବନ ହାରିଲେ ସ୍ତ୍ରୀ । ସ୍ୱାମୀର ମୃତ୍ୟୁକୁ ସହି ନପାରି ସ୍ତ୍ରୀ କଲା ଆତ୍ମହତ୍ୟା । ଏଭଳି ଦୁଃଖଦ ଘଟଣା ଘଟିିଛି ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ । ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସୋଲେସନ ୱାର୍ଡରେ ଜଣେ ପ୍ରବାସୀଙ୍କ ମୃତ୍ୟୁ…

ରୁଷ ଠାରୁ ୩୩ଟି ଫାଇଟର ଜେଟ୍ କିଣିବ ଭାରତ

ନୂଆଦିଲ୍ଲୀ: ଦିନକୁ ଦିନ ଚୀନ ସହ ବଢ଼ୁଛି ଭାତରର ତିକ୍ତତା । ଏହାରି ଭିତରେ ପ୍ରତିରକ୍ଷା କ୍ଷେତ୍ରକୁ ଅଧିକ ସଶକ୍ତ କରିବା ପାଇଁ ଯୋଜନା ଆରମ୍ଭ କରିଛନ୍ତି ଭାତର ସରକାର । ପ୍ରତିରକ୍ଷା ମନ୍ତ୍ରଣାଳୟ ରୁଷରୁ ୩୩ ଲଢୁଆ ବିମାନ କିଣିବାକୁ ଘୋଷଣା କରିଛି। ଏଥିପାଇଁ ମୋଟ୍ ୧୮ ହଜାର ୧୪୮ କୋଟି ଟଙ୍କାର…

ଉନ୍ମୋଚିତ ହେଲା ରାଜ୍ୟପାଳଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ନନ୍‌ଆଟାଚ୍‌ଡ ଆଟାଚ୍‌ମେଣ୍ଟ୍‌’

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଲିଖିତ ଆଧ୍ୟାତ୍ମିକ ପୁସ୍ତକ ‘ନନ୍‌ଆଟାଚ୍‌ଡ ଆଟାଚ୍‌ମେଣ୍ଟ୍‌’ ପ୍ରକାଶ ପାଇଛି ।  ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପକ୍ଷରୁ ପ୍ରକାଶିତ ଏହି ପୁସ୍ତକର ପ୍ରଥମ କପି ଅନୁଷ୍ଠାନର ନିର୍ଦ୍ଦେଶକ ଶୁଭ୍ରାଂଶୁ ପଣ୍ଡା ରାଜଭବନ ପରିସରରେ…

ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା

ଆନନ୍ଦପୁର: ଘରେ ବାପା-ମାଆ ନଥିବା ବେଳେ ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଛି । ଏଭଳି ବର୍ବର ହତ୍ୟାକାଣ୍ଡ ଘଟିଛି ମୟୁରଭଂଜ ଜିଲ୍ଲା ମହୁଲଡିଆ ଥାନା ଅନ୍ତର୍ଗତ ଧାତିକିଡିହା ଗାଁରେ । ସୂଚନା ଅନୁସାରେ ବାପା ସୁନିଲ ସିଙ୍କୁ ଓ ମା’ ଜେମାମଣି ଆଜି ସକାଳୁ ଅଟୋରେ ନିଟକସ୍ଥ…

କରୋନା କ୍ରିଏଟିଭିଟି : ବିରାଶ ସେନାପତିଙ୍କ ପେଣ୍ଟିଂ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

କରୋନା କ୍ରିଏଟିଭିଟି : ସୋନାଲି ମହାପାତ୍ରଙ୍କ ସଙ୍ଗୀତ ଗାନ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

କରୋନା କ୍ରିଏଟିଭିଟି : ସଂସ୍କୃତି ତିୱାରୀଙ୍କ ଗୀତ ଆବୃତ୍ତି

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

କେନ୍ଦୁଝରରେ ପ୍ରାକ ବିଦ୍ୟାଳୟ ଶିଶୁମାନଙ୍କୁ ଦିଆଯିବ ରାଗି ଲଡୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ରରେ ଶିଶୁମାନଙ୍କୁ ପ୍ରଦାନ କରାଯିବ "ରାଗି ଲଡୁ"। ରାଗି ଲଡୁ ହେଉଛି ମାଣ୍ଡିଆରେ ତିଆରି ହେଉଥିବା ଏକ ଲଡୁ। ୩ରୁ ୬ ବର୍ଷ ବୟସ୍କ ଶିଶୁମାନଙ୍କୁ ସପ୍ତାହରେ ଅତିରିକ୍ତ ଭାବରେ ଦିଆଯିବ ୨ଟି ମାଣ୍ଡିଆ ଲଡୁ। ରାଗିରେ ୩୦ ଗୁଣ ଅଧିକ କ୍ୟାଲସିୟମ…