ମୋହସିନ୍ ନକଭିଙ୍କ ବୟାନକୁ ନେଇ ଆଇସିସିର ଚେତାବନୀ; ଟି-୨୦ ବିଶ୍ୱକପରୁ ବାହାରିଲେ…
ନୂଆଦିଲ୍ଲୀ: ୨୦୨୬ ଟି-୨୦ ବିଶ୍ୱକପରୁ ବାଂଲାଦେଶକୁ ବାଦ ଦିଆଯିବା ପରେ ପାକିସ୍ତାନ ମଧ୍ୟ ଏଭଳି କରିବାକୁ ଧମକ ଦେଉଛି। ବାଂଲାଦେଶ ବଦଳରେ ସ୍କଟଲାଣ୍ଡକୁ ସୁଯୋଗ ଦିଆଯିବା ନେଇ ଆଇସିସି ଘୋଷଣା କରିବା ପରେ ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଅଧ୍ୟକ୍ଷ ମୋହସିନ୍ ନକଭି ଟୁର୍ଣ୍ଣାମେଣ୍ଟ ବର୍ଜନ…