କରୋନାଭାଇରସ ଆତଙ୍କ: ବିଶ୍ୱବ୍ୟାପୀ ୫ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୧୦,୬୯୪,୨୮୮ରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।
ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୧୮୮ରୁ ଅଧିକ ଦେଶରେ ଏଯାବତ୍…