Latest Odisha News

BREAKING NEWS

ଟିକଟକ୍ କେସ୍ ଲଢ଼ିବାକୁ ରୋହତଗୀଙ୍କ ପରେ ମନା କଲେ ସିଂଘଭୀ

ଟିକଟକ୍ ସମେତ ୫୯ ଚାଇନା ଆପକୁ ମୋଦି ସରକାର ବ୍ୟାନ୍ କରିଛନ୍ତି । ଦେଶର ସୁରକ୍ଷା ଓ ସାର୍ବଭୌମତ୍ୱ ପ୍ରତି ସେସବୁ ଆପ୍ ହାନୀକାରକ ହୋଇଥିବାରୁ ପ୍ରତିବନ୍ଧକ ଲାଗିଛି । ସରକାରଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ଯୋଜନା କରୁଛି ଟିକଟକ୍ କମ୍ପାନୀ । କିନ୍ତୁ ମିଳୁ…

ମାନିଲା ଚୀନ୍, ଭାରତରେ ଟିକଟକ୍ ବ୍ୟାନରୁ ଶହସ୍ର କୋଟି ଘାଟା

ହାତରେ ନମାରି ଚୀନକୁ ଭାତରେ ଚାପୁଡ଼ା ମାରିଛି ଭାରତ । ଗଲଓ୍ୱାନ ଘାଟି ସଂଘର୍ଷ ପରେ ଏଲଏସିରେ ଦୁଇ ଦେଶ ଭିତରେ ଟେସନର ବଢ଼ିଛି । ଚୀନକୁ ସାବାଡ କରିବା ପାଇଁ ୫୯ ଚାଇନିଜ ଆପକୁ କେନ୍ଦ୍ର ସରକାର ବ୍ୟାନ କରିଛନ୍ତି । ବିଚଳିତ ଚୀନ୍ ଭାରତକୁ ଧମକାଉଛି । କିନ୍ତୁ ସତ ମାନିଛି ଯେ ଟିକଟକ୍ ବ୍ୟାନ୍…

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବାହୁଡ଼ା ଯାତ୍ରାରେ ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ରଥାରୁଢ଼ ଶ୍ରୀଜିଉଙ୍କର ସୁନାବେଶ ବା ରାଜାରାଜେଶ୍ୱର ବେଶ ଅନୁଷ୍ଠିତ ହେବ । ମହଣ ମହଣ ରତ୍ନ ଖଚିତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ମହାପ୍ରଭୁ । ରଥ ଉପରେ ସମସ୍ତ ଦୈନନ୍ଦିନ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୨-୭-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୨ ରିଖ ଗୁରୁବାର ମିଥୁନ  ୧୮ ଦିନ  ଆଷାଢ ମାସ ଶୁକ୍ଳ ପକ୍ଷ  ଦ୍ୱାଦଶୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର:- ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର:- ସିଂହ କନ୍ୟା ଓ ମକର ରାଶି…

ସିଆରପିଏଫ୍ ଉପରେ ହମଲା କରିଥିଲା ପାକିସ୍ତାନ ଆତଙ୍କୀ ଉସମାନ ଭାଇ

ଜମ୍ମୁ କଶ୍ମୀର: ସିଆରପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆକ୍ରମଣ ପଛରେ ପାକିସ୍ତାନ ଆତଙ୍କବାଦୀ ସଂଗଠନର ହାତ ରହିଛି । ଲସ୍କର-ଏ-ତୋଇବାର ଆତଙ୍କବାଦୀ ଉସମାନ ଭାଇ ଏହାର ଲିଡର୍ । ସାଥ ଦେଇଥିଲା ସ୍ଥାନୀୟ ଆତଙ୍କୀ ଆଦିଲ୍ । ଦୁହେଁ ମିଶି ଏକ ମସଜିଦ ଭିତରୁ ସିଆରପିଏଫ୍ ଟିମ୍ ଉପରେ ହମଲା କରିଥିଲେ ।…

କୋବ୍ରା କମାଣ୍ଡୋ ଯିଏ ଏନକାଉଣ୍ଟର ବେଳେ ବଞ୍ଚାଇଥିଲେ କୁନି ଶିଶୁର ଜୀବନ

ଜମ୍ମୁ କଶ୍ମୀର ସପୋରରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ ବେଳେ ଫସି ଯାଇଥିଲା ତିନି ବର୍ଷର ଶିଶୁ । ତାକୁ ଉଦ୍ଧାର କରିଥିଲେ ସିଆରପିଏଫର ଜଣେ ଯବାନ । କିନ୍ତୁ ଆତଙ୍କୀଙ୍କ ଗୁଳିରେ ଘଟଣାସ୍ଥଳରେ ଟଳି ପଡ଼ିଥିଲେ ଶିଶୁର ଜେଜେବାପା । ଏହି ଖବର ଆଜି ହେଡଲାଇନ୍ସରେ ରହିଥିଲା ।…

ଖୋର୍ଦ୍ଧା ମ୍ୟୁନିସିପାଲିଟି ଅଫିସର ଜଣେ କର୍ମଚାରୀଙ୍କୁ କରୋନା

ଖୋର୍ଦ୍ଧା: ପୌର ପରିଷଦ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ କରୋନା । ତାଙ୍କ ପୁଅ ବି ଭୂତାଣୁ ସଂକ୍ରମିତ ହୋଇଥିବା ଜଣା ପଡ଼ିଛି । ଗତ କିଛି ଦିନ ହେବ ସେମାନଙ୍କୁ ଜ୍ୱର ହେଉଥିଲା । କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିବା ଜଣାପଡ଼ିଛି । ଆସନ୍ତାକାଲି ପୌର ପରିଷଦ କାର୍ଯ୍ୟାଳୟକୁ ସାନିଟାଇନ୍ କରାଯିବ…

ସୁନ୍ଦରଗଡ଼ରେ ଗଡ଼ିଲା ସଚେତନତା ରଥ: ‘ମାଣ୍ଡିଆ’ ଉତ୍ପାଦନ ଓ ବ୍ୟବହାର ସମ୍ପର୍କରେ କରିବ ସଚେତନ

ସୁନ୍ଦରଗଡ଼: ମାଣ୍ଡିଆ ଉତ୍ପାଦନ ଏବଂ ଏହାର ବ୍ୟବହାର ସମ୍ପର୍କରେ ଚାଷୀଙ୍କୁ ସଚେତନ କରିବା ପାଇଁ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ‘ଓଡ଼ିଶା ପୁଷ୍ଟିଶସ୍ୟ ମିଶନ’ ଅଧୀନରେ ନୂଆକରି ସାମିଲ ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ଟି ବ୍ଲକର ଚାଷୀଙ୍କୁ ସଚେତନ କରିବା…

କର୍ଫ୍ୟୁ ଭିତରେ ବାହୁଡିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ୩ ରଥ

ପୁରୀ: କର୍ଫୁ ଭିତରେ ବାହୁଡିଲେ ମହାପ୍ରଭୁ । ବିନା ଭକ୍ତରେ ସରିଲା ବାହୁଡା ଯାତ୍ରା । ଜନ୍ମବେଦୀରୁ ପୁଣି ରତ୍ନବେଦୀକୁ ଫେରିବେ ତିନି ଠାକୁର । ସିଂହଦ୍ୱାର ସମ୍ମୁଖରେ ୩ ରଥ । ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ପହଂଚିବା…

ମଣିଷର ମନ ଆଉ ଜୀବନ…

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଆମେ ସମସ୍ତେ ବଞ୍ଚୁଥିବା ଜୀବନର ଗୋଟିଏ ବେଶ ଗୁରୁତ୍ୱପୂର୍ଣ୍ଣ ଦିଗକୁ ନେଇ ଏ ଲେଖା । ବିଶେଷକରି କରୋନା ସମୟରେ ଯେତେବେଳେ ଆମେ ସଭିଏଁ ଆମ ପରିବାର, ଆମ ପରିବାର ବୋଲି ହୁରି ପକେଇଲେ, ସେହି ସମୟରେ ଏ କଥା ବିଶେଷ ଭାବେ…