Latest Odisha News

BREAKING NEWS

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…

ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ମାସକ ମଧ୍ୟରେ ନୂଆଦିଲ୍ଲୀ ସ୍ଥିତ ସରକାରୀ ବଙ୍ଗଳା ଖାଲି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଅଗଷ୍ଟ ୧ ତାରିଖ ସୁଦ୍ଧା ନୂଆଦିଲ୍ଲୀ ସ୍ଥିତ ସରକାରୀ ବଙ୍ଗଳାକୁ ଖାଲି କରିବାକୁ ନିର୍ଦ୍ଦେଶ ମିଳିଛି । ସେ ଘର ଖାଲି ନ କଲେ ଫାଇନ୍ ଦେବାକୁ ପଡ଼ିବ ବୋଲି ହାଉସିଂ ଓ ଅର୍ବାନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ନୋଟିସ…

ମଧ୍ୟପ୍ରଦେଶ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ଆନନ୍ଦିବେନ୍ ପଟେଲ

ଭୋପାଳ: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନନ୍ଦିବେନ୍ ପଟେଲ ବୁଧବାର ଶପଥ ଗ୍ରହଣ କରିଛନ୍ତି । ଉତରପ୍ରଦେଶର ରାଜ୍ୟପାଳ ଥିବା ବେଳେ ତାଙ୍କୁ ମଧ୍ୟପ୍ରଦେଶ ରାଜାପାଳ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଗୁରୁବାର ମଧ୍ୟପ୍ରଦେଶ କ୍ୟାବିନେଟର ସମ୍ପ୍ରସାରଣ ହେବ । ଏହାକୁ ଆଖି ଆଗରେ…

ଆଇସିସି ଅଧ୍ୟକ୍ଷ ପଦରୁ ଶଶାଙ୍କ ମନୋହରଙ୍କ ଇସ୍ତଫା

ନୂଆଦିଲ୍ଲୀ: ଇଣ୍ଟରନ୍ୟାସନାଲ କ୍ରିକେଟ୍ କାଉନସିଲ୍ (ଆଇସିସି) ଅଧ୍ୟକ୍ଷ ପଦର କାର୍ଯ୍ୟକାଳ ଶେଷ ହେବା ପରେ ଶଶାଙ୍କ ମନୋହର ବୁଧବାର ଇସ୍ତଫା ଦେଇଛନ୍ତି । ସେ ଏହି ପଦରେ ୨ ବର୍ଷ ପର୍ଯ୍ୟନ୍ତ ରହିଥିଲେ । ଡେପୁଟି ଚେୟାରମ୍ୟାନ୍ ଇମ୍ରାନ ଖ୍ବାଜାଙ୍କୁ ନିର୍ବାଚନ୍ ପର୍ଯ୍ୟନ୍ତ ଅନ୍ତରୀଣ ଅଧ୍ୟକ୍ଷ…

ମିଳିଲାନି କାନ୍ଧ, ମଶାଣିକୁ ଘୋଷାଡି ଘୋଷାଡି ଶବ ନେଲେ ସମ୍ପର୍କୀୟ

ଗଞ୍ଜାମ: କରୋନା ଭୟ । ମରିଗଲା ମାନବିକତା । ଶବକୁ ମିଳିଲାନି କାନ୍ଧ । ଆମ୍ବୁଲାନ୍ସରୁ ଶବକୁ ଘୋଷାଡି ଘୋଷାଡି ନେଲେ ସମ୍ପର୍କିୟ । ମୃତ୍ୟୁ ପରେ କରୋନା ଭୟରେ ପାଖ ମାଡିଲେନି ଗାଁ ଲୋକେ । ଏଭଳି ଏକ ହୃଦକ ବିଦାରକ ଚିତ୍ର ଦେଖିବାକୁ ମିଳିଛି ଗଂଜାମ ଜିଲ୍ଳା କବିସୂର‌୍ୟ୍ୟନଗରରେ ।…

ବାବା ରାମଦେବଙ୍କ କରୋନିଲ ଔଷଧ ବଜାରରେ ବିକ୍ରି ହେବ କିନ୍ତୁ କରୋନା ମେଡିସିନି ଭାବେ ନୁହେଁ : ଆୟୂଷ ମନ୍ତ୍ରଣାଳୟ

ହରିଦ୍ୱାର: କେନ୍ଦ୍ରୀୟ ଆୟୁଷ ମନ୍ତ୍ରାଳୟ ପୁଣି ଥରେ ଆଜି ସ୍ପଷ୍ଟ କରିଛି ଯେ ଯୋଗ ଗୁରୁ ବାବା ରାମଦେବଙ୍କ କୋରୋନିଲ୍ ଇମ୍ୟୁନିଟି ବୁଷ୍ଟର ହିସାବରେ ବିକ୍ରି ହେବ । କିନ୍ତୁ କରୋନାର ଚିକିତ୍ସା ଭାବେ ଏହି ମେଡିସିନ୍ ବିକ୍ରି ହେବନି । କୋରୋନିଲ୍ ଉପରେ ଆଇନ୍ ଅନୁସାରେ ହିଁ କାମ କରାଯାଇଛି ।…

ପାରାଦୀପରେ ମାଛ ମଡ଼କ; ମରି ପଡିଛନ୍ତି ଶହ ଶହ ସଂଖ୍ୟାରେ ମାଛ

ପାରାଦୀପ: ପାରାଦୀପ କପିଳ ଯୋରରେ ମାଛ ମଡକ ଦେଖିବାକୁ ମିଳିଛି। ଶହ ଶହ ସଂଖ୍ୟାରେ ମାଛ ମରି ଭାସୁଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ପୂତ୍ତୀ ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ତେବେ ମାଛ ମଡକର ପ୍ରକୃତ କାରଣ ଜଣା ପଡି ନଥିଲେ ମଧ୍ୟ ଯୋରରେ ପାଣି ଅତ୍ୟଧିକ ଦୂଷିତ ଯୋଗୁଁ କିମ୍ବା କେହି ଏଥିରେ ବିଷ…

ଚାଇନା ଆପ୍ Weibo ଛାଡିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଥମିବାରେ ନାଁ ନେଉନାହିଁ ଭାରତ-ଚୀନ ସୀମା ବିବାଦ । ଭାରତ ସରକାର ସୋମବାର ୫୯ଟି ଚାଇନିଜ ଆପ ବ୍ୟାନ କରିଛନ୍ତି ।  ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନିଜ ଆପ Weibo ରୁ ନିଜ ଆକାଉଣ୍ଟ ହଟେଇ ଦେଇଛନ୍ତି । ମୋଦି ୨୦୧୫ ମସିହାରେ ଏହି ଆପ ଜଏନ କରିଥିଲେ । ଏହି ଆପ ଦ୍ୱାରା…

ୱିଜଡେନ କ୍ରିକେଟ ରେଟିଂ: ୨୧ଶତାବ୍ଦୀର ମୂଲ୍ୟବାନ ଖେଳାଳି ମୁରଲୀଧରନ, ଦ୍ୱିତୀୟରେ ରବୀନ୍ଦ୍ର ଜାଡେଜା

ମୁମ୍ବାଇ: କ୍ରିକେଟର ସବୁଠାରୁ ଲୋକପ୍ରିୟ ପତ୍ରିକା ୱିଜଡେନ ୨୧ତମଶତାବ୍ଦୀର ମୂଲ୍ୟବାନ ଟେଷ୍ଟ ଖେଳାଳି ଚୟନ କରିଛି । ଶ୍ରୀଲଙ୍କାର ମୁଥୟା ମୁରଲୀଧରନଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇଥିବା ବେଳେ ଅଶ୍ଚର୍ଯ୍ୟଜନକ ଭାବେ ଭାରତର ରବୀନ୍ଦ୍ର ଜାଡେଜା ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ୱିଜଡେନ…

ବିନା ଅନୁମତିରେ ବିବାହ କରାଇଲେ ବନ୍ଧା ହେବେ ପୁରୋହିତ

ଗଞ୍ଜାମ: ବିନା ଅନୁମତିରେ ବିବାହ କରାଇଲେ ବନ୍ଧା ହେବେ ପୁରୋହିତ । କେବଳ ସେତିକି ନୁହେଁ ତାଙ୍କ ନାଁରେ ମାମଲା ମଧ୍ୟ ରୁଜୁ ହେବ । ଆଜି ଟ୍ୱିଟ୍ କରି ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ଗଂଜମା ଜିଲ୍ଲା ପ୍ରଶାସନ । ସେ କହିଛନ୍ତି ଯେ, ସବ୍‌ଡିଭିଜନାଲ୍ ମାଜିଷ୍ଟ୍ରେଟ୍‌ଙ୍କ ଠାରୁ ଅନୁମତି…