Latest Odisha News

BREAKING NEWS

ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୪୮ ହଜାରରୁ ଉର୍ଦ୍ଧ୍ବ ନମୁନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୮,୧୪୬ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୯,୬୨୮ ଜଣଙ୍କର ଆଣ୍ଟିଜେନ, ୮୪୦୭ ଟି ଆରଟିପିସିଆର୍ ଓ ୧୧୧ ଟି ଟ୍ରୁନଟ୍‌ ପରୀକ୍ଷା…

ଏହି ଅବତାରରେ ନିଜ ମା’ଙ୍କ ମୁଣ୍ଡ କାଟିଥିଲେ ଭଗବାନ ବିଷ୍ଣୁ, ଜାଣନ୍ତୁ

ଭୁବନେଶ୍ୱର: ଲୀଳାମୟ ବିଷ୍ଣୁ ଅନେକଥର ଏହି ଧରାପୃଷ୍ଠରେ ଅବତାର ନେଇଛନ୍ତି । ପାପର ଭାର ଅଧିକ ହେଲବ ଧର୍ମ ରକ୍ଷା ପାଇଁ ମଣିଷ ରୂପରେ ଏ ପୃଥିବୀକୁ ଓଲ୍ହାଇ ଆସନ୍ତି ଭଗବାନ । ପୁରାଣ ଅନୁଯାୟୀ ବିଷ୍ଣୁ ଦେବଙ୍କର ୧୦ ଟି ଅବତାର ରହିଛି । ତାମଧ୍ୟରୁ ପର୍ଶୁରାମ ଅନ୍ୟତମ । ଭଗବାନ ବିଷ୍ଣୁଙ୍କ…

ଷ୍ଟ୍ରୋକ କଣ? କିପରି କରିବେ ଏହାର ପ୍ରାଥମିକ ଚିକିତ୍ସା

ଭୁବନେଶ୍ୱର: ଏହି ଅବସ୍ଥା ସାଧାରଣ ବୟସ୍କ ବ୍ୟକ୍ତି, ଉଚ୍ଚ ରକ୍ତଚାପ ଥିବା ରୋଗୀ ଏବଂ ଦୁର୍ଘଟଣାରେ ଆଘାତ ହୋଇଥିବା ବ୍ୟକ୍ତିମାନଙ୍କଠାରେ ଦେଖାଯାଇଥାଏ । ମସ୍ତିଷ୍କକୁ ରକ୍ତ ପ୍ରଦାନ କରୁଥିବା ନଳୀ ଅବରୁଦ୍ଧ ହୋଇ କିମ୍ବା ଫାଟିଯାଇ ମସ୍ତିଷ୍କର ଷ୍ଟ୍ରୋକ ଅବସ୍ଥା ସୃଷ୍ଟି କରିଥାଏ । ଏହା ଏକ…

ବଜ୍ରପାତ ସମୟରେ କଣ କରିବା ଉଚିତ୍, ଜାଣିଛନ୍ତି କି?

ଭୁବନେଶ୍ୱର: ବର୍ଷାଦିନେ ବଜ୍ରପାତ ବା ଘଡଘଡି ହେବା ଅତି ସ୍ୱାଭାବିକ ଅଟେ । ବଜ୍ରପାତର ବୈଦ୍ୟୁତିକ ଶକ୍ତି ଏକ ନିୟୁତ ଭୋଲଟରୁ ଅଧିକ ହୋଇପାରେ । ଏହିଦିନରେ ବିଲବାଡ଼ି କାମ ବହୁତ ହୋଇଥାଏ । ଚାଷୀମାନେ ବର୍ଷା ପାଣି ସମୟରେ ବିଲରେ ଥାନ୍ତି । ତେବେ ଏଭଳି ଖୋଲା ପଡ଼ିଆରେ ଅଧିକାଂଶ ସମୟ ଚାଷୀ ମାନେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ    ତା ୧୮-୯-୨୦୨୦ ଶୁକ୍ରବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର  ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ସେପ୍ଟେମ୍ବର ତା ୧୮ ରିଖ ଶୁକ୍ରବାର କନ୍ୟା ୩ ଦିନ ଆଶ୍ବିନ ମଳ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଉତ୍ତରା ଫାଲଗୁନୀ ଭୁକ୍ତ ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର …

ଆମେରିକାଜ ଗଟ୍ ଟାଲେଣ୍ଟ ସିଜିନ-୧୫ ଫାଇନାଲରେ ଓଡିଆ ପୁଅ ସୁମନ୍ତ

ଭୁବନେଶ୍ୱର: ଆମେରିକାଜ ଗଟ୍ ଟାଲେଣ୍ଟରେ ସାଲସା ଓ ହିପ୍‌ହପ୍ ଡ୍ୟାନ୍ସ ପ୍ରଦର୍ଶନ କରି ଚର୍ଚ୍ଚାରେ ଓଡିଆ ପୁଅ ସୁମନ୍ତ ଓ ପଶ୍ଟିବଙ୍ଗର ଝିଅ ସୋନାଲି । ଏବେ ସେମାନେ ଫାଇନାଲରେ ପହଞ୍ଚିଛନ୍ତି । ଫାଇନାଲ ପାଇଁ ସେମାନେ ଶନିବାର ମୁମ୍ବାଇରୁ ଆମେରିକା ଅଭିମୁଖେ ଯାତ୍ରା କରିବେ । ପ୍ରଥମ ଥର…

କରୋନା ମୁକାବିଲା ପାଇଁ କଟକରେ ଚେକିଂ ଜୋରଦାର୍ କଲା କମିଶନରେଟ୍ ପୋଲିସ

କଟକ: ଟ୍ୱିନସିଟିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ କୋଭିଡ୍ ନିୟମ ପାଳନକୁ କଡ଼ାକଡ଼ି କରିବା ପାଇଁ ଅଣ୍ଟା ଭିଡିଛି କମିସନରେଟ୍ ପୋଲିସ । ପୋଲିସ ଡିଜି ସ୍ଥିତି ପରଖିବା ପରେ କୋଭିଡ ଯାଞ୍ଚ ଜୋରଦାର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆଜି ସନ୍ଧ୍ୟା କଟକରେ ବିଭିନ୍ନ ଅଂଚଳ…

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ‘ମୋତିଆ ବିନ୍ଦୁ’ ଅପରେସନ

ସୁନ୍ଦରଗଡ଼ : କୋଭିଡ୍ କଟକଣାକୁ ପାଳନ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଆରମ୍ଭ ହୋଇଛି ମାଗଣା ‘ମୋତିଆ ବିନ୍ଦୁ’ ଅପରେସନ । କରୋନା ସଂକ୍ରମଣ ପାଇଁ ଏହି ଚିକିତ୍ସା ଗତ କିଛି ମାସ ହେଲା ବନ୍ଦ ରହିଥିଲା। ଗତ ମାସକ ଭିତରେ ୮ଟି ବ୍ୟାଚରେ ମୋଟ ୪୬ ଜଣଙ୍କ ଅପରେସନ କରାଯାଇଛି।…

ଦଶହରାରେ ଆସୁଛି ‘ଦୁର୍ଗତିନାଶିନୀ’

ଭୁବନେଶ୍ୱର: କରୋନା ପାଇଁ ଗତ ମାର୍ଚ୍ଚ ମାସରୁ ଗୋଟିଏ ବି ଚଳଚ୍ଚିତ୍ର ରିଲିଜ ହୋଇନାହିଁ । ଗୋଟିଏ ପଟେ ସୁଟିଂ ଉପରେ କଟକଣା ଓ ଅନ୍ୟ ପକ୍ଷରେ ସିନେମା ହଲ ବନ୍ଦ ରହିବା ମନୋରଂଜନ ଶିଳ୍ପକୁ ଯେପରି ସ୍ଥାଣୁ କରିଦେଇଛି । ଗତ କିଛି ଦିନ ହେଲା ଲକ୍ ଡାଉନ ନିୟମ କୋହଳ ହେବା ପରେ ସୁଟିଂ ପାଇଁ ଅନୁମତି…

କୋଭିଡ ଯୁଦ୍ଧରେ ଅବଦାନ ନିମନ୍ତେ ସୋଆ ଜାତୀୟ ସ୍ତରରେ ସମ୍ମାନିତ

ଭୁବନେଶ୍ୱର: କୋଭିଡ-୧୯ ମହାମାରୀ ସମୟରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଦେଶର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)କୁ “ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର” ରେ ସମ୍ମାନିତ କରାଯାଇଛି ।…