ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ବାବୁ
କୋରାପୁଟ: କୋରାପୁଟ ଜିଲ୍ଲା ସ୍ଥିତ କୋଟପାଡ ଥାନା ଏଏସଆଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।
ଲାଞ୍ଚ ନେଇ ଧରାପଡିଥିବା ପୋଲିସ ବାବୁ ଜଣକ ହେଉଛନ୍ତି କୋଟପାଡ ଥ।। ଏଏସଆଇ ଶରତ କୁମାର ସାହୁ ।
ସୂଚନାନୁଯାୟୀ ସ୍ଥାନୀୟ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଜମିଜମା ବିବାଦ…