ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୭୧୪ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୭୧୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।
ଖୋର୍ଦ୍ଧାରୁ ୭୪୪, ବରଗଡରୁ ୩୯୭, କଟକରୁ ୩୭୫,…