୨୪୫ ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୨ ହଜାର ଟପିଲା ଆକ୍ଟିଭ କେସ୍
ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୪୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୮୫୯ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…