Latest Odisha News

BREAKING NEWS

୧୮ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୫୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ଜଣ…

ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ଶନିବାର ଦିନ ଆଉ ୩ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ଏହାକୁ ମୋଟ୍ ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ମିଳିଥିବା ସୂଚନାନୁଯାୟୀ ଉପରମୁଣ୍ଡରେ ପ୍ରବଳବର୍ଷା ଯୋଗୁଁ ଡ୍ୟାମ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି…

ନୋଭାକ୍ ଜୋକୋଭିଚଙ୍କ କୋଚଙ୍କୁ କରୋନା

ବିଶ୍ୱର ଏକ ନମ୍ୱର ଟେନିସ୍ ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପରେ ତାଙ୍କ କୋଚ୍ ଗୋରାନ୍ ଇଭାନିସେବିଚଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏହାପରେ ହୋମ୍ ଆଇସୋଲେସନରେ ଅଛନ୍ତି ଗୋରାନ୍ । ଗୋରାନ୍ କହିଛନ୍ତି, ଜୋକୋଭିଚଙ୍କ ଦ୍ୱାରା ଆୟୋଜିତ ଏକ ପ୍ରଦର୍ଶନୀ…

ଓଡିଶାରେ ୬ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଟପିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…

ଚୀନର କମ୍ୟୁନିଷ୍ଟ ପାର୍ଟି ପଦାଧିକାରୀଙ୍କୁ ଭିସା ଦେବନି ଆମେରିକା

ଓ୍ୱାଶିଂଟନ୍: ହଂକଂ ମାମଲାଲରେ ଖୋଲାଖୋଲି ଚୀନ ବିରୋଧରେ ଆଗକୁ ବାହାରିଛି ଆମେରିକା । ନିଷ୍ପତ୍ତି ନେଇଛି, ଚୀନରେ ଶାସନ ଗାଦିରେ ବସିଥିବା କମ୍ୟୁନିଷ୍ଟ ପାର୍ଟିର (ସିସିପି) ପଦାଧିକାରୀଙ୍କୁ ଭିସା ଦେବ ନାହିଁ । ଏପରିକି ଭିସା ପ୍ରତିବନ୍ଧକ ତାଲିକାରେ ସେମାନଙ୍କ ପରିବାର ସଦସ୍ୟ ବି ରହିପାରନ୍ତି…

ହସ୍ପିଟାଲରୁ ଡିସଚାର୍ଜ ହେଲେ କରୋନା ସଂକ୍ରମିତ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ଦିଲ୍ଲୀ: କରୋନା ରିପପୋର୍ଟ ନେଗେଟିଭ୍ ବାହାରିବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍ । ଏହାପରେ ମାକ୍ସ ହସ୍ପିଟାଲରୁ ସେ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । କିଛି ଦିନ ତଳେ କରୋନାରେ ସଂକ୍ରମିତ…

ଦେଶରେ ୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୫,୦୮,୯୫୩କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କୋଲକାତାରେ କରୋନାକୁ ହରାଇଲେ ୯୪ ବର୍ଷୀୟ ବୃଦ୍ଧ

କୋଲକାତା: କରୋନା ଯୁଦ୍ଧ ଜିତିଛନ୍ତି କୋଲକାତାର ୯୪ ବର୍ଷୀୟ ବୃଦ୍ଧ । କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହେବାରେ ସେ ରାଜ୍ୟରେ ସବୁଠୁ ବୟସ୍କ ବ୍ୟକ୍ତି ହୋଇଛନ୍ତି । ତାଙ୍କ ନାଁ ଲାଲ ମୋହନ ସେଠ । ଘର ଉତ୍ତର କୋଲକାତାର ମାଣିକଲତାରେ । ଜୁନ୍ ୯ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବରଗଡ, ବୌଦ୍ଧ,…

ଗଞ୍ଜାମ ଜିଲ୍ଲାପାଳଙ୍କ ଅପିଲ୍, ୧୫ ଦିନ ଗ୍ରାମାଞ୍ଚଳ ଲୋକ ସହରାଞ୍ଚଳ ଆସନ୍ତୁ ନାହିଁ

ଗଞ୍ଜାମ: ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳ ଲୋକଙ୍କୁ ସହରାଞ୍ଚଳ ନ ଆସିବା ପାଇଁ ଅନୁରୋଧ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଆସନ୍ତା ୧୫ ଦିନ ପାଇଁ ଏହି କଟକଣା ଜାରି କରିଛନ୍ତି । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଜିଲ୍ଲାପାଳ । We request…