ବଲାଙ୍ଗିରରେ ଆଜିଠୁ ୨ ଦିନିଆ ବନ୍ଦ ଡାକରା, ଜାଣନ୍ତୁ କାହିଁକି
ବଲାଙ୍ଗିର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ସହ ଅନେକ ଦାବି ନେଇ ଆଜିଠୁ ୨ଦିନିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗିର ଆକ୍ସନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଫିସ୍ ସମେତ ବୀମା ଓ…