Latest Odisha News

BREAKING NEWS

ବିଧାନସଭାରେ ପୁଣି ବିରୋଧିଙ୍କ ହଟ୍ଟଗୋଳ, ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତ କାଳୀନ ଅଧିବେଶନ ଜାରି ରହିଥିବାବେଳେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧିମାନେ ସୋମବାର ଦିନ ଶାସକ ଦଳକୁ ଘେରିବା ସହ ଗୃହରେ ହୋହାଲ୍ଲା କରିଛନ୍ତି । ବିରୋଧିଙ୍କ ହୋହାଲ୍ଲା ଫଳରେ ବାଚସ୍ପତି ଗୃହକୁ ଦିନ ୩ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ଆଜି…

ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

କାଲିମେଳା: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଅନ୍ତର୍ଗତ କାନ୍ଦିଗୁଡା ଗ୍ରାମରେ ଜଣେ ଗର୍ଭବତୀ ମହିଳାଙ୍କୁ ଅତ୍ୟନ୍ତ ବିପଦଜନକ ଭାବେ ପ୍ରାୟ ୪କିମି. ଷ୍ଟ୍ରେଚରରେ ବୁହାଇ ନେବା ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଉକ୍ତ ଗ୍ରାମର ଜଣେ ଆସନ୍ନ ପ୍ରସବାଙ୍କ ଗର୍ଭ…

ଶ୍ରୀଜଗନ୍ନାଥ ମନ୍ଦିରରେ ୪ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ‘ପଇତାଲାଗି’ ନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ‘ପଇତାଲାଗି’ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ଅପରାହ୍ନ ୪ଟାରୁ…

ଘାଟି ତଳକୁ ଖସି ପଡିଲା ଟ୍ରକ୍, ୨ ମୃତ

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ନିକଟରେ ସୋମବାର ଦିନ ଏକ ଟ୍ରକ୍ ଘାଟି ତଳକୁ ଖସି ପଡିବା ଫଳରେ ପ୍ରାୟ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଆଜି ସକାଳେ ଏକ ଲୁହା ବୋଝେଇ ଟ୍ରକ୍ ଚଣ୍ଡିଗଡରୁ କୋଲକାତା ଅଭିମୁଖେ…

ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବୋବଡେ

ନୂଆଦିଲ୍ଲୀ: ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ଭାବେ ସୋମବାର ଦିନ ଶପଥ ଗ୍ରହଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ…

ବାଲିଯାତ୍ରାରେ ସୋନାଙ୍କ ଜଲଓ୍ବା, ରଙ୍ଗବତୀରେ ଝୁମିଲେ ଦର୍ଶକ

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍ସବର ରବିବାର ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିଥିଲେ କଣ୍ଠଶିଳ୍ପୀ ସୋନା ମହାପାତ୍ର । ବଲିଉଡ ଷ୍ଟାର ମ୍ୟୁଜିକ ନାଇଟରେ ପରିବେସିତ ଗୀତ ଶୀତୁଆ ରାତିକୁ ପୂରା ଗରମାଗରମ ମାହୋଲରେ ପରିଣତ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୧୮-୧୧-୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ନଭେମ୍ବର ମାସ ତା ୧୮ ରିଖ ସୋମବାର ବିଛା ୨ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ପୂଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଘାତ ବାର-…

ସୋମବାରଠୁଁ ପାର୍ଲାମେଣ୍ଟ ଶୀତକାଳୀନ ଅଧିବେଶନ: ୧୦ଟି ମୁଖ୍ୟ ଦାବି ଉପସ୍ଥାପନ କରିବାକୁ ବିଜେଡ଼ି ପ୍ରସ୍ତୁତ

ଭୁବନେଶ୍ୱର: ସୋମବାରଠୁଁ ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି । ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ମାନ୍ୟତା ତଥା ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବା ସମ୍ପର୍କୀତ ଦାବି ସମେତ ୧୦ ଦାବି ସଂସଦରେ ଉପସ୍ଥାପନ କରିବାକୁ ବିଜୁ ଜନତା ଦଳ ପ୍ରସ୍ତୁତ ହେଉଛି ।…

‘ନ୍ୟାସନାଲ ମୋବିଲିଟି ମିଟ୍’ରେ ‘ମୋ ବସ’କୁ ମିଳିଛି ଉଚ୍ଚ ପ୍ରଶଂସା

ଭୁବନେଶ୍ୱର: କ୍ୟାପିଟାଲ ରିଜିଅନ ଉର୍ବାନ ଟ୍ରାନ୍ସପୋର୍ଟ(ସିଆରୟୁଟି) ଦ୍ୱାରା ପରିଚାଳିତ 'ମୋ ବସ୍‌' ସେବାକୁ ରବିବାର ଦିନ ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌଠାରେ ଉଚ୍ଚ ପ୍ରଶଂସାରେ ପ୍ରଶଂସିତ କରାଯାଇଛି । ସହରାଞ୍ଚଳ ବିକାଶ ମନ୍ତ୍ରାଳୟ ତରଫରୁ ଆୟୋଜିତ ୧୨ତମ ଅର୍ବାନ ମୋବିଲିଟି ଇଣ୍ଡିଆ…

ବାଲେଶ୍ୱରରୁ ମିଳିଲା ବିରଳ ପ୍ରଜାତି ମାଛ

ଭୋଗରାଇ: ବାଲେଶ୍ୱର ଜିଲ୍ଲା କୁସୁଟି ଗ୍ରାମ ନିକଟ ଏକ ଧାନ କ୍ଷେତରୁ ରବିବାର ଦିନ ଏକ ବିରଳ ପ୍ରଜାତିର ମାଛକୁ ଉଦ୍ଧାର କରାଯାଇଛି । ଏହି ମାଛଟିର ଦାମ୍ ପ୍ରାୟ ୨ ଲକ୍ଷ ଟଙ୍କା ହେବାନେଇ ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଚିତ୍ତରଞ୍ଜନ ଭଞ୍ଜ ନାମକ ଜଣେ ବ୍ୟକ୍ତି ଏହି ଦୁର୍ଲଭ ପ୍ରଜାତି…