କଟକରେ ଚିହ୍ନଟ ୪ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ
କଟକ: କଟକରେ ବୁଧବାର ଦିନ ୪ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୪୯୯ରେ ପହଞ୍ଚିଛି।
ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ ।
https://twitter.com/CuttackDM/status/1275682247706886150?s=19…