ଅନିର୍ଦ୍ଦିଷ୍ଟ କାଳ ପାଇଁ ଅବରୋଧ ଅଞ୍ଚଳ ଘୋଷଣା ହେଲା ଦାରିଙ୍ଗବାଡି
ବାଲିଗୁଡା: ଅନିର୍ଦ୍ଦିଷ୍ଟକାଳ ପାଇଁ ଅବରୋଧ ଅଞ୍ଚଳ ଘୋଷଣା ହେଲା ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡି। ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ଦିନ ସ୍ଥାନୀୟ ଅଞ୍ଚଳର ଜଣେ ଶିକ୍ଷକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରଶାସନ…