୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ପୋଲିସ ଦ୍ୱାରା ବିପୁଳ ପରିମାଣ ରେ ଗଞ୍ଜେଇ ଜବତ l ସୋନପୁର - ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ହରଡଖୋଲ ଛକ ଠାରେ ଟ୍ରକରେ ଚାଲାଣ ହେଉଥିବା ଗଞ୍ଜେଇକୁ ଜବତ କରିଛି ସୋନପୁର ପୋଲିସ ।
ଏକ ମାଲବାହୀ ଟ୍ରକ ଯୋଗେ ପଡୋଶୀ ବୌଦ୍ଧ ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ…