ସୁସ୍ଥ ହେଲେ ୧୨୫ କରୋନା ସଂକ୍ରମିତ
ଭୁବନେଶ୍ୱର: ଆଜି ରାଜ୍ୟରେ ୧୨୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେ ସୁଦ୍ଧା ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୮୮ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।
2 from Bolangir
1 each…