କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ଆସନ୍ତାକାଲି ପବିତ୍ର କାର୍ତ୍ତିକପୂର୍ଣ୍ଣିମା। ଏହି ଅବସରରେ ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଦୁଇଟି ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି ।
ପୁରୀ ଠାରୁ ପଲାସା ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ।ଏହି ଟ୍ରେନ…