ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ଼; ସରକାର ଗଠନ ଲାଗି ବିଜେପିକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ
ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଏବେ ଘଡ଼ିକେ ଘୋଡ଼ା ଛୁଟୁଛି । ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋସୟାରୀ ଶନିବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସଙ୍କୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି ।
ଆସନ୍ତା ୧୧ ତାରିଖ ରାତି ୮ଟା ସୁଦ୍ଧା…